ରାଜ୍ୟ

ଆସନ୍ତାକାଲିଠୁ ରାୟଗଡ଼ା ଜିଲ୍ଲା ୭୨ ଘଣ୍ଟା ପାଇଁ ସଟ୍‌ଡାଉନ, ଦୁଇ ଦିନ ବନ୍ଦ ରହିବ ମୁଖ୍ୟ ଚିକିତ୍ସାଳୟର ଓପିଡି

ରାୟଗଡ଼ା : ରାୟଗଡ଼ା ଜିଲ୍ଲା ୭୨ ଘଣ୍ଟା ସଟ୍‌ଡାଉନ । ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ଆସନ୍ତାକାଲିଠୁ ସଟ୍‌ଡାଉନ୍‌ ଘୋଷଣା କରିଛନ୍ତି ଜିଲ୍ଲାପାଳ । ଏହା ସହ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଓପିଡି ମଧ୍ୟ ୨ ଦିନ ବନ୍ଦ ରହିବ । ଜିଲ୍ଲାରେ ଆଜି ୧୬୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାୟଗଡ଼ା ସହରର ୪୯ ଜଣ, ଗୁଣୁପୁର ଗ୍ରାମାଞ୍ଚଳରୁ ୪୦ ଜଣ ସଂକ୍ରମିତ ହୋଇଛନ୍ତି । ଆକ୍ରାନ୍ତ ଚିହ୍ନଟ ହୋଇଥିବା ଅଞ୍ଚଳକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି ।

Sonalisa

Recent Posts

OnePlusର ସ୍ମାର୍ଟଫୋନରେ ମିଳୁଛି ଭାରି ଡିସକାଉଣ୍ଟ, ହାତ ଛଡ଼ା କରନ୍ତୁ ନାହିଁ ସୁଯୋଗ

ଯଦି ଆପଣ OnePlus ସ୍ମାର୍ଟଫୋନ୍ କିଣିବାକୁ ପ୍ଲାନ୍‌ କରୁଛନ୍ତି ତେବେ ଆପଣଙ୍କ ପାଇଁ ଆସିଛି ଏକ ଖୁସି ଖବର ।…

19 mins ago

ଶ୍ରୀମନ୍ଦିର ଚାରିପଟେ ଆଲୋକୀକରଣ ବନ୍ଦ ହେବା ଘଟଣା, ଲାଇଟ ଖୋଲୁଥିବା ବେଳେ ୪ ଅଟକ

ପୁରୀ (କେନ୍ୟୁଜ): ଶ୍ରୀମନ୍ଦିର ଚତୁଃପାର୍ଶ୍ଵରେ ଆଲୋକ ଖୁଣ୍ଟି ଓ ଆଲୋକୀକରଣ ବନ୍ଦ ହେବା ଘଟଣା ।  ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର…

28 mins ago

BECIL ରେ ସୁଯୋଗ, ୧୨ଶ ପାସ୍‌ ଠାରୁ ଗ୍ରାଜୁଏସନ କରିଥିବା ପ୍ରାର୍ଥୀ କରନ୍ତୁ ଆବେଦନ

ସରକାରୀ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ବ୍ରଡକାଷ୍ଟ ଇଂଜିନିୟରିଂ କନସଲଟାଣ୍ଟ ଇଣ୍ଡିଆ ଲିମିଟେଡ (BECIL) ରେ…

34 mins ago

ଭୁଶୁଡ଼ିଲା ମାଲକାନଗିରି ଏୟାରପୋର୍ଟର ପାଚେରି, ଗତ ବର୍ଷ ୨ଜଣଙ୍କର ହୋଇଥିଲା ମୃତ୍ୟୁ

ମାଲକାନଗିରି (କେନ୍ୟୁଜ): ପୁଣି ଭୁଶୁଡ଼ିଲା ମାଲକାନଗିରି ଏୟାରପୋର୍ଟ ପାଚେରୀ । କାଳବୈଶାଖୀ ବର୍ଷାରେ ନବ ନିର୍ମିତ ଏୟାରପୋର୍ଟର ସାମ୍ନାପଟ ପାଚେରୀ…

1 hour ago

ଟି୨୦ ବିଶ୍ୱକପ ୨୦୨୪ : ଅଭ୍ୟାସ କରୁଥିବା ବେଳେ ପୁଣି ରୋହିତ ଆହତ, ଚିନ୍ତାରେ ଫ୍ୟାନ୍ସ

ଟି୨୦ ବିଶ୍ବକପରେ ଆସନ୍ତାକାଲି ପାରମ୍ପରିକ ପ୍ରତିଦ୍ବନ୍ଦ୍ବୀ ପାକିସ୍ତାନକୁ ଭେଟିବ ଭାରତ । ନ୍ୟୁୟର୍କ ନାସାଓ କାଉଣ୍ଟି କ୍ରିକେଟ ଷ୍ଟାଡିୟମରେ ହେବ…

1 hour ago

ଏୟାରଟେଲର ଦମଦାର ପ୍ଲାନ୍‌, ଫ୍ରିରେ ଦେଖିପାରିବେ ଭାରତ ଓ ପାକିସ୍ତାନର ଟି-20 ମ୍ୟାଚ୍‌

ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି -20 ଓ୍ଵାର୍ଲ୍ଡକପର ଏକ ବଡ଼ ମ୍ୟାଚ୍ ଖେଳାଯିବ। ଆପଣଙ୍କ ସ୍ମାର୍ଟ ଟିଭି, ମୋବାଇଲ୍,…

1 hour ago