୧୭ ହାଇକୋର୍ଟ ବିଚାରପତିଙ୍କ ବଦଳି ପାଇଁ ସୁପାରିଶ

କଟକ(କେନ୍ଯୁଜ୍): ୧୭ ହାଇକୋର୍ଟ ବିଚାରପତିଙ୍କ ବଦଳି ପାଇଁ ସୁପାରିଶ। ସୁପାରିଶ କଲେ ସୁପ୍ରିମକୋର୍ଟ କଲେଜିୟମ। ଓଡ଼ିଶା ହାଇକୋର୍ଟ ବିଚାରପତି ଜଷ୍ଟିସ୍‌ ସଞ୍ଜୟ କୁମାର ମିଶ୍ରଙ୍କୁ ଉତ୍ତରାଖଣ୍ଡ ହାଇକୋର୍ଟକୁ ବଦଳି ପାଇଁ ସୁପାରିଶ କରାଯାଇଛି।

କୋଲକତା ହାଇକୋର୍ଟ ବିଚାରପତି ଜଷ୍ଟିସ୍‌ ସୋମେନ ସେନ୍‌ଙ୍କୁ ଓଡ଼ିଶା ହାଇକୋର୍ଟକୁ ବଦଳି ସୁପାରିଶ କରିଛନ୍ତି ସୁପ୍ରିମକୋର୍ଟ କଲେଜିୟମ। ବଦଳି ପାଇଁ କେନ୍ଦ୍ର ସରକାରଙ୍କୁ ସୁପାରିଶ କରିଛନ୍ତି ସୁପ୍ରିମ୍‌କୋର୍ଟ କଲେଜିୟମ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.