ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନରେ ରେକର୍ଡ ମତଦାନ: ବୌଦ୍ଧରେ ସର୍ବାଧିକ ୮୪.୭%, ଗଞ୍ଜାମରେ ସର୍ବନିମ୍ନ ୬୪.୯୬%

ଭୁବନେଶ୍ବର(କେନ୍ଯୁଜ୍): ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନରେ ରେକର୍ଡ ମତଦାନ। ଭୋଟ ହାର ରହିଛି ୭୭.୨% । ବୌଦ୍ଧରେ ସର୍ବାଧିକ ୮୪.୭% ମତଦାନ ରେକର୍ଡ କରାଯାଇଛି। ଗଞ୍ଜାମରେ ସର୍ବନିମ୍ନ ୬୪.୯୬% ମତଦାନ ହୋଇଛି। ଦେବଗଡ଼ରେ ୮୩.୭୫%, ଅନୁଗୁଳରେ ୮୨.୬% ଓ ଝାରସୁଗୁଡ଼ାରେ ୮୨.୧ପ୍ରତିଶତ ମତଦାନ ହୋଇଛି।

ଖୋର୍ଦ୍ଧାରେ ୭୧%, କଟକରେ ୭୬.୮୭% ଓ ପୁରୀରେ ୭୬.୩୨ ପ୍ରତିଶତ ଭୋଟଗ୍ରହଣ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.