Below header

ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ

ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ପୁରୀ ପିପିଲି ବ୍ଲକ ନିଜିଗଡ଼ କୁରୁଖି ପାହାଡ଼ରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ।

ପିପିଲି (କେନ୍ୟୁଜ): ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ପୁରୀ ପିପିଲି ବ୍ଲକ ନିଜିଗଡ଼ କୁରୁଖି ପାହାଡ଼ରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ । ଆଜି ସକାଳେ ସ୍ଥାନୀୟ ଲୋକ ଦେଖିବା ପରେ ପୋଲିସକୁ ଖବର ଦେଇଥିଲେ । ମୃତଦେହର ପରିଚୟ ମିଳିପାରିନାହିଁ । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.