ରାଜ୍ୟ

କେତେବେଳେ ଓ କେଉଁଠି ଟିକା ଦିଆଯିବ ସେନେଇ ଆଜି ଯିବ SMS, ପଞ୍ଜିକୃତ ସ୍ୱାସ୍ଥ୍ୟକର୍ମୀଙ୍କ ପାଖକୁ ଯିବ ସୂଚନା

କେନ୍ୟୁଜ୍(ବ୍ୟୁରୋ):  ଆଉ ଦିନକ ପରେ ଦେଶବାସୀଙ୍କୁ ଦିଆଯିବ ସଞ୍ଜିବନୀ। ଟିକାକରଣ ପାଇଁ ଆଜି ଯିବ SMS। କେତେବେଳେ ଓ କେଉଁଠି ଟୀକା ଦିଆଯିବ ସେନେଇ SMS ମାଧ୍ୟମରେ ପଞ୍ଜିକୃତ ସ୍ୱାସ୍ଥ୍ୟକର୍ମୀଙ୍କୁ ସୂଚନା ଦିଆଯିବ । ପ୍ରଥମ ପର୍ଯ୍ୟାୟରେ ୧ଲକ୍ଷ ୯୨ହଜାର ୫୫୫ ସ୍ୱାସ୍ଥ୍ୟକର୍ମୀଙ୍କୁ ଦିଆଯିବ ଭ୍ୟାକ୍ସିନ । ୪୧ଟି ଡିପ୍‌ ଫ୍ରିଜର ଆସି ପହଞ୍ଚିଛି, ସେଗୁଡିକୁ ବିଭିନ୍ନ ଜିଲ୍ଲାକୁ ପଠାଯିବ। ଜିରୋ ୱେଷ୍ଟେଜ ଉପରେ ଫୋକସ୍‌ ଦିଆଯିବ। ପ୍ରତ୍ୟେକ ଜିଲ୍ଲା ଓ କୋଲ୍‌ଡ ଚେନ୍‌ ପଏଣ୍ଟରେ ଟିକା ପହଞ୍ଚିସାରିଛି।

ପ୍ରଥମ ଡୋଜ୍‌ ନେବାର ୪୨ଦିନ ଓ ଦ୍ୱିତୀୟ ଡୋଜର ୧୪ଦିନ ପରେ ରୋଗ ପ୍ରତିରୋଧକ ଶକ୍ତି ତିଆରି ହେବ। ତେଣୁ ପ୍ରଥମ ଡୋଜ୍‌ ନେବା ପରେ ଯଦି କେହି ଆକ୍ରାନ୍ତ ହେବେ ତାଙ୍କୁ ଦ୍ୱିତୀୟ ଡୋଜ୍‌ ଦିଆଯିବ ନାହିଁ ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ଆସନ୍ତା ୧୬ରେ ସକାଳ ୯ରୁ ସଂଧ୍ୟା ୫ ପର୍ଯ୍ୟନ୍ତ ରାଜ୍ୟର ୧୬୨ଟି କେନ୍ଦ୍ରରେ ଟିକାକରଣ ହେବ ।

KNews Bureau

Recent Posts

ଦିଲ୍ଲୀ ଯିବା ପୂର୍ବରୁ କୃଷି ମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା ବୈଠକ

ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

2 mins ago

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ହାତ ମିଳାଇଲେ ରାହୁଲ ଗାନ୍ଧି, ସଂସଦରେ ସମସ୍ତଙ୍କ ଧ୍ୟାନ ଆକର୍ଷିତ କଲା ଦୃଶ୍ୟ

ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…

15 mins ago

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

24 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

27 mins ago

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

1 hour ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

1 hour ago