ବହୁଚର୍ଚ୍ଚିତ ଚିତ୍ତରଞ୍ଜନ ପଲେଇ ହତ୍ୟାକାଣ୍ଡ ଘଟଣା: ଆଜି ସରିଲା ଦୁଇ ଅଭିଯୁକ୍ତଙ୍କ ରିମାଣ୍ଡ

ପୁରୀ(କେନ୍ଯୁଜ୍): ବହୁଚର୍ଚ୍ଚିତ ଚିତ୍ତରଞ୍ଜନ ପଲେଇ ହତ୍ୟାକାଣ୍ଡ ଘଟଣା । ଆଜି ସରିଲା ଦୁଇ ଅଭିଯୁକ୍ତଙ୍କ ରିମାଣ୍ଡ । ସେମାନଙ୍କ ଠାରୁ ଅନେକ ତଥ୍ୟ ହାସଲ କରିଛି କ୍ରାଇମବ୍ରାଞ୍ଚ । ଅଭିଯୁକ୍ତ ଜଗନ୍ନାଥ ଷଡଙ୍ଗୀ ଓ ଅଶୋକ ଉପାଧ୍ୟୟଙ୍କୁ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇ ସ୍ୱାସ୍ଥ୍ୟବସ୍ଥା ଯାଞ୍ଚ ସହ କୋଭିଡ ଟେଷ୍ଟ କରାଯାଇଛି ।

ପରେ ଦୁଇଜଣଙ୍କୁ ଗ୍ରାମ୍ୟ କୋର୍ଟରେ ହାଜର କରାଯାଇଛି । ଆଶୋକ ଉପାଧ୍ୟୟଙ୍କୁ ୫ ଦିନ ରିମାଣ୍ଡରେ ନେବାକୁ କୋର୍ଟଙ୍କୁ ନିବେଦନ କରିଛି କ୍ରାଇମବ୍ରାଞ୍ଚ। ସେପଟେ ଆଜି ଚିତ୍ତରଞ୍ଜନଙ୍କ ମୋବାଇଲ ଲକ୍‌ ଖୋଲିବ ଟିମ୍‌।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.