Below header

ଆସନ୍ତା ଶିକ୍ଷାବର୍ଷ ଆରମ୍ଭରୁ ପିଲାଙ୍କ ଦକ୍ଷତା ବୃଦ୍ଧି ପାଇଁ ହେବ ରିମେଡିଆଲ କ୍ଲାସ୍

ଭୁବନେଶ୍ବର: ପିଲାଙ୍କ ଦକ୍ଷତା ବୃଦ୍ଧି ପାଇଁ ହେବ ରିମେଡିଆଲ କ୍ଲାସ । ଆସନ୍ତା ଶିକ୍ଷାବର୍ଷ ଆରମ୍ଭରୁ ପ୍ରଥମ ୨ରୁ ୩ ମାସ ପର୍ଯ୍ୟନ୍ତ ରିମେଡିଆଲ କ୍ଲାସ ଚାଲିବ । କରୋନା ଯୋଗୁ ବର୍ଷେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଠପଢା ହୋଇପାରିନାହିଁ ।

ତେଣୁ ସେମାନଙ୍କ ଦକ୍ଷତା ବୃଦ୍ଧି ପାଇଁ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି । ବର୍ଷେ ପାଠ ପଢା ହୋଇନଥିବାରୁ ସରକାରୀ ସ୍କୁଲରେ ପ୍ରଥମରୁ ଅଷ୍ଟମ ଛାତ୍ରଛାତ୍ରୀଙ୍କୁ ବିନା ପରୀକ୍ଷାରେ ପାସ୍‌ କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.