ରାଜ୍ୟ

କାଲିଠୁ ଆରମ୍ଭ ହେବ ନାଟମଣ୍ଡପ ମରାମତି, ସକାଳ ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ କାମ

କାଲିଠୁ ଆରମ୍ଭ ହେବ ନାଟମଣ୍ଡପ ମରାମତି । ସକାଳ ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ମରାମତି କରାଯିବ l ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଆଜି ବସିଥିବା ବୈଠକରେ ନିଷ୍ପତ୍ତି ହୋଇଛି । ଭକ୍ତ ଙ୍କ ଶୃଙ୍ଖଳିତ ଦର୍ଶନ ସହ ନାଟ ମଣ୍ଡପ ମରାମତି ନେଇ ବିଶେଷ ଗୁରୁତ୍ୱ ଦିଆଯାଇଛି l

ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ ଦାସ । ମହାପ୍ରଭୁଙ୍କ ରତ୍ନପଲଙ୍କ ତିଆରି ପ୍ରସଙ୍ଗରେ ଆଲୋଚନା ହୋଇଛି । ଆସନ୍ତାକାଲି ଠାରୁ ରତ୍ନପଲଙ୍କ କାମ ଆରମ୍ଭ ହେବ। ରତ୍ନପଲଙ୍କରେ ଥିବା ହାତୀଦାନ୍ତ ମରାମତି କରାଯିବ।

ଓଡିଆ ନବବର୍ଷରୁ ନବନିର୍ମାଣ ରତ୍ନ ପଲଙ୍କରେ ଶୋଇବେ ମହାପ୍ରଭୁ। ବର୍ମାଟିକ୍ କାଠରେ ନିର୍ମାଣ ହେବ ରତ୍ନପଲଙ୍କ। ଶ୍ରୀମନ୍ଦିରରେ ଦିବ୍ୟାଙ୍ଗ ଭକ୍ତଙ୍କ ଦର୍ଶନ ଲାଗି ସ୍ୱତନ୍ତ୍ର ବ୍ୟବସ୍ଥା ନେଇ ମଧ୍ୟ ଆଲୋଚନା ହୋଇଛି l

Niharanjan

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଛାତ୍ରଛାତ୍ରୀଙ୍କ ପାଇଁ କିପରି କଟିବ ଦିନ

ମେଷ: ଆଜିର ଦିନ ଭଲରେ କଟିବ । ଉତ୍ତମ ସ୍ୱାସ୍ଥ୍ୟ ପାଇଁ ବ୍ୟାୟାମ ଜାରି ରଖନ୍ତୁ । କୌଣସି ନୂଆ…

2 hours ago

ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ, ନିଷ୍ପତ୍ତି ନେଲେ ରାଜ୍ୟ ସରକାର

ଭୁବନେଶ୍ୱର : ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ। ହକି ଇଣ୍ଡିଆ ସହ ଆଲୋଚନା…

5 hours ago

ବାଲେଶ୍ବର ସହରରେ କର୍ଫ୍ୟୁ କୋହଳ, ଆସନ୍ତାକାଲି ଠାରୁ ଲ୍ୟାଣ୍ଡ ଲାଇନ୍ based internet ହେବ କୋହଳ

ବାଲେଶ୍ଵର :  ବାଲେଶ୍ଵର ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ । ବାଲେଶ୍ବର ସହରରେ କର୍ଫ୍ୟୁ ପରିସ୍ଥିତି ଉପରେ ସାମ୍ବାଦିକ ସମ୍ମିଳନୀ ।…

5 hours ago

ପିସିସି ସଭାପତିଙ୍କୁ କାଳିମାଡ଼, କଂଗ୍ରେସ ଭବନରେ ପଶି କଲେ କାଳିମାଡ଼

ଭୁବନେଶ୍ୱର : ପିସିସି ସଭାପତିଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼। ଆଜି କଂଗ୍ରେସ…

5 hours ago

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ମୃତ

ଲମତାପୁଟ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ଯୁ । ମୃତ ବ୍ୟକ୍ତି ଜଣକ ଲମତାପୁଟ ବ୍ଲକ…

6 hours ago

ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁଲା ମୌସୁମୀ, ୨ ଦିନ ଭିତରେ ସାରା ରାଜ୍ୟକୁ ଛୁଇଁବ

ଅଗ୍ରସର ହେଲା ମୌସୁମୀ । ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁବା ସହ ଅଧିକ ଅଗ୍ରସର ହେଉଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ…

7 hours ago