Representational image
ବ୍ରହ୍ମଗିରି(କେନ୍ଯୁଜ୍): ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ହାତିଆ ମାଳି ସାହି ଗାଁରେ ଅଘଟଣ। ଏକ ଘର ଭିତରୁ ଜଣେ ନବବଧୂଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ମହିଳା ଜଣଙ୍କ ହେଲେ ଗୁଡୁଲି ବରାଳ। ଗୁଡୁଲିଙ୍କୁ ଶ୍ୱଶୁର ଘର ଲୋକେ ହତ୍ୟା କରି ଟାଙ୍ଗି ଦେଇଥିବା ତାଙ୍କ ପରିବାର ଲୋକେ ଥାନାରେ ଅଭିଯୋଗ କରିଛନ୍ତି।
ମିଳିଥିବା ସୂଚନା ଅନୁସାରେ, ଏକ ବର୍ଷ ତଳେ ଗୁଡୁଲି ମାଳି ସାହି ଗାଁର ଜାଗାକୁ ପ୍ରେମ ବିବାହ କରିଥିଲେ। ଉଭୟଙ୍କ ମଧ୍ୟରେ ପ୍ରାୟତଃ ସମୟରେ ବିଭିନ୍ନ କଥାକୁ ନେଇ କଳହ ଲାଗି ରହୁଥିଲା। ତେବେ ଏହାରି ଭିତରେ ହଠାତ୍ ସକାଳୁ ଫ୍ୟାନରେ ଲୁଗା ବାନ୍ଧି ଗୁଡୁଲି ଆତ୍ମହତ୍ୟା କରିଥିବା ଗ୍ରାମବାସୀ ଦେଖିବାକୁ ପାଇଥିଲେ। ଏନେଇ ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଁଚି ତଦନ୍ତ ଜାରି ରଖିଥିବାବେଳେ , ଗୁଡୁଲିଙ୍କ ଶାଶୁ, ଶ୍ୱଶୁର ଓ ସ୍ୱାମୀ ଫେରାର୍ ଥିବା ଜଣାପଡ଼ିଛି।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…