ରାଜ୍ୟ

ଯାଜପୁର : ପରିତ୍ୟକ୍ତ ଘର ଭିତରୁ କଙ୍କାଳ ଉଦ୍ଧାର, ମୁଣ୍ଡ, ଖପୁରି ସହ କିଛି ହାଡ଼ ଜବତ କରିଛି ପୋଲିସ

ଯାଜପୁର ( କେନ୍ୟୁଜ): ପରିତ୍ୟକ୍ତ ଘର ଭିତରୁ କଙ୍କାଳ ଉଦ୍ଧାର । ଯାଜପୁର ଜିଲ୍ଲା ଜାରକା ତ୍ରିନାଥ ମନ୍ଦିର ପଛପଟ ପରିତ୍ୟକ୍ତ ଘର ଭିତରୁ ଏକ କଙ୍କାଳ ଉଦ୍ଧାର କରାଯାଇଛି । ଏଠାରେ ଥିବା ଘର ଭିତରେ ହାଡ଼, ମୁଣ୍ଡ ଓ ଖପୁରି ପଡ଼ିଥିବା କିଛି ଲୋକ ଦେଖିବାକୁ ପାଇଥିଲେ । ଏହାଦେଖି ସ୍ଥାନୀୟ ଧର୍ମଶାଳା ପୋଲିସକୁ ଖବର ଦେଇଥିଲେ ।

ସଙ୍ଗେ ସଙ୍ଗେ ଧର୍ମଶାଳା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଅନୁସନ୍ଧାନ କରିବା ସହ ଘର ଭିତରୁ ମୁଣ୍ଡ, ଖପୁରି, ସହ କିଛି ହାଡ଼, ମୁଣ୍ଡର ଚୂଟି, ଡ୍ରେସ ଜବତ କରିଥିବା ସୂଚନା ମିଳିଛି । ଜବତ ପରେ ଧର୍ମଶାଳା ପୋଲିସ ଘଟଣାର ଅଧିକ ତଦନ୍ତ ଜାରି ରଖିଛି ।

Barsha

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

6 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

8 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

8 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

8 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

9 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

9 hours ago