କୁଆଖାଇ ନଦୀରୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ବର(କେନ୍ଯୁଜ୍): ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର। କୁଆଖାଇ ନଦୀରୁ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ବଡଗଡ ଥାନା ବାସୁଆଘାଇ ଅଞ୍ଚଳରେ ମୃତଦେହ ଭାସୁଥିବା ବେଳେ ଉଦ୍ଧାର କରାଯାଇଛି । ଦମକଳ ବାହିନୀ ପୋଳିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିଛନ୍ତି ।

ମୃତ ଯୁବକ ଜଣକ ଗତକାଲି ଠାରୁ ନିଖୋଜ ଥିଲେ । ତେବେ ଏହା ହତ୍ୟା ନା ଆତ୍ମହତ୍ୟା ସେନେଇ ଅଧିକ ତଦନ୍ତ କରୁଛି ପୋଲିସ୍‌ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.