ରାଜ୍ୟ

ବିଶ୍ୱ ଦରବାଦରରେ ସମ୍ମାନିତ ହେଲେ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ

କେନ୍ୟୁଜ୍(ବ୍ୟୁରୋ): ବିଶ୍ୱ ଦରବାଦରରେ ସମ୍ମାନିତ ହେଲେ ଓଡ଼ିଆ ପୁଅ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ । ଲଣ୍ଡନରେ ସେଣ୍ଟ୍ରାଲ୍‌ ବ୍ୟାଙ୍କିଂ ପକ୍ଷରୁ ତାଙ୍କୁ ପ୍ରଦାନ କରାଯାଇଛି ଗଭର୍ଣ୍ଣର ଅଫ୍‌ ଦ ଇୟର ପୁରସ୍କାର । ସେଣ୍ଟ୍ରାଲ ବ୍ୟାଙ୍କିଂ ଆଓ୍ଵାର୍ଡ ୨୦୨୩ରେ ତାଙ୍କୁ ଏହି ସମ୍ମାନ ମିଳିଛି ।

ଭାରତୀୟ ରିଜର୍ଭ ବ୍ୟାଙ୍କର ୨୫ତମ ଗଭର୍ଣ୍ଣର ଭାବରେ ଦାୟିତ୍ୱ ତୁଲାଉଛନ୍ତି ଶକ୍ତିକାନ୍ତ ଦାସ । କୋଭିଡ୍‌ ଭଳି ସଂକଟ ବେଳେ ମୁଦ୍ରାସ୍ଫୀତି ନିୟନ୍ତ୍ରଣ କରିବା ଓ ସଫଳତାର ସହ ଭାରତୀୟ ବ୍ୟାଙ୍କିଂ ବ୍ୟବସ୍ଥାକୁ ପରିଚାଳନା କରିବାରେ ତାଙ୍କ ଭୂମିକା ପାଇଁ ସେଣ୍ଟ୍ରାଲ୍‌ ବ୍ୟାଙ୍କିଂ ପକ୍ଷରୁ ସମ୍ମାନଜନକ ଗଭର୍ଣ୍ଣର ଅଫ୍‌ ଦ ଇୟର ପୁରସ୍କାର ପ୍ରଦାନ କାରଯାଇଛି ।

KNews Bureau

Recent Posts

ଆଜିର ରାଶିଫଳ: ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ବ୍ୟବସାୟ ଆଗକୁ ବଢାଇବେ

ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…

28 mins ago

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

3 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

4 hours ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

4 hours ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

6 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

7 hours ago