Below header

ଚଳିତ ଜୁଲାଇ ମାସ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ୍‌ ରେଜଲ୍ଟ

ଭୁବନେଶ୍ବର: ଚଳିତ ଜୁଲାଇ ମାସ ଶେଷ ସୁଦ୍ଧା ପ୍ରକାଶ ପାଇବ ପରୀକ୍ଷା ଫଳ। ଦୀର୍ଘ ସମୟ ଅପେକ୍ଷା ପରେ ଜୁଲାଇ ଶେଷ ସପ୍ତାହରେ ପ୍ରକାଶ ପାଇବାକୁ ଯାଉଛି ରେଜଲ୍ଟ। ଦିନେ ଦୁଇ ଦିନ ମଧ୍ୟରେ ନିର୍ଦ୍ଧିଷ୍ଟ ତାରିଖ ପ୍ରକାଶ ପାଇବ ବୋଲି ବୋର୍ଡ ସଭାପତି ରାମାଶିଷ ହାଜରା ସୂଚନା ଦେଇଛନ୍ତି। କୋଭିଡ୍‌-୧୯ ନିୟମକୁ କଡ଼ାକଡ଼ି ଭାବେ ପାଳନ କରାଯାଇ ଖାତା ଦେଖିଥିଲେ ଶିକ୍ଷକ ଶିକ୍ଷୟିତ୍ରୀ। ଚଳିତବର୍ଷ ୫ ଲକ୍ଷ ୬୦ ହଜାର ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଇଥିଲେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.