ବଲାଙ୍ଗିର(କେନ୍ଯୁଜ୍): ଓଡ଼ିଶା ଷ୍ଟେଟ ୱେରହାଉସ୍ କର୍ପୋରେସନ୍ର ଅବସରପ୍ରାପ୍ତ ଅଧିକ୍ଷକ ଗଣପତି ପୁରୋହିତଙ୍କ ଘରେ ଭିଜିଲାନ୍ସ ରେଡ୍। ଆୟ ବହିର୍ଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ କରାଯାଇଛି।
ବଲାଙ୍ଗିର ପ୍ୟାଲେସ ଲାଇନ୍ ସମେତ ଏକକାଳୀନ ୪ଟି ସ୍ଥାନରେ ଚଢାଉ ଜାରି ରହିଛି। ରେଡ୍ ଚାଲିଥିବାରୁ ସଠିକ୍ ସମ୍ପତ୍ତିର ମୂଲ୍ୟ ଆକଳନ କରାଯାଇପାରିନାହିଁ।
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…
ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…
ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…
ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…
ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…