ରାଜ୍ୟ

ଅବସରପ୍ରାପ୍ତ ଶିକ୍ଷକଙ୍କୁ ନିର୍ମମ ହତ୍ୟା, ସ୍ତ୍ରୀ ଗୁରୁତର

ସୋର(କେନ୍ୟୁଜ୍): ଅବସରପ୍ରାପ୍ତ ଶିକ୍ଷକଙ୍କୁ ନିର୍ମମ ହତ୍ୟା । ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ବାଲିଖଣ୍ଡ ଗାଁର ଏକ ବିଲରୁ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ବାଲିଖଣ୍ଡ ପ୍ରାଣକୃଷ୍ଣ ସଂସ୍କୃତ ବିଦ୍ୟାଳୟର ଅବସରପାପ୍ତ ପ୍ରଧାନ ଶିକ୍ଷକ ଆନନ୍ଦ ଚନ୍ଦ୍ର ପତ୍ରି ।

ଗତକାଲି ବିଳମ୍ବିତ ରାତିରେ କିଛି ଦୃର୍ବୁତ୍ତ ଘରେ ପଶି ତାଙ୍କୁ ଓ ତାଙ୍କ ସ୍ତ୍ରୀଙ୍କ ଉପରକୁ ଆକ୍ରମଣ କରଥିଲେ । ଏଥିରେ ଆନନ୍ଦଙ୍କ ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଆନନ୍ଦଙ୍କ ଘରର ସମସ୍ତ କାଗଜପତ୍ର ବିଭିନ୍ନ ସ୍ଥାନରେ ପଡିଛି । ହତ୍ୟାର କାରଣ ଅସ୍ପଷ୍ଟ ରହିଥିବା ବେଳେ ଘଟଣାସ୍ଥଳରେ ସିମୁଳିଆ ପୋଲିସ ତଦନ୍ତ ଜାରି ରଖିଛି ।

Sonalisa

Recent Posts

ହାଇୱାକୁ ପଛପଟୁ ଧକ୍କା ଦେଲା ବସ୍; ଜଣେ ମୃତ, ୧୦ ଆହତ

ଯାଜପୁର (କେନ୍ୟୁଜ): ହାଇୱାକୁ ପଛପଟୁ ଧକ୍କା ଦେଲା ବସ୍ । ଜଣେ ମୃତ, ୧୦ ଆହତ । ଯାଜପୁର ୧୬ନଂ…

4 mins ago

ଆଜି ଶ୍ରୀକ୍ଷେତ୍ରରେ ଭଉଁରୀ ଯାତ୍ରା, ଶେଷ ହେବ ତିନି ରଥର ଚକ ଅଖ ଡେରା ନୀତି

ପୁରୀ (କେନ୍ୟୁଜ): ଆଜି ଶ୍ରୀକ୍ଷେତ୍ରରେ ଭଉଁରୀ ଯାତ୍ରା । ଶ୍ରୀକ୍ଷେତ୍ରରେ ସମ୍ପୂର୍ଣ୍ଣ ହେବ ତିନି ରଥର ଚକ ଅଖ ଡେରା…

20 mins ago

ପୁଣି କଲବଲ କଲାଣି ଗରମ ଓ ଗୁଳୁଗୁଳି, ଆଜି ହିଟ ୱେଭ ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (କେନ୍ୟୁଜ): ପୁଣି କଲବଲ କଲାଣି ଗରମ ଓ ଗୁଳୁଗୁଳି ।  ବାୟୁମଣ୍ଡଳରେ ଆଦ୍ରତା ବୃଦ୍ଧି ପାଇଥିବାରୁ ଅଧିକ ଗୁଳୁଗୁଳି…

32 mins ago

ଶେଷ ପର୍ଯ୍ୟାୟ ନିର୍ବାଚନ: ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ, ଗସ୍ତ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର (କେନ୍ୟୁଜ): ଓଡିଶାରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ପାଇଁ କ୍ୟାମ୍ପେନ ଘମାସାନ । ଆଜି ଓଡ଼ିଶାର ୩ଟି ସ୍ଥାନରେ…

42 mins ago

ଆଜିର ରାଶିଫଳ: ଦିନଟି ଆପଣଙ୍କର କିପରି ବିତିବ ଜାଣନ୍ତୁ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ଶକ୍ତିଶାଳୀ ହେବାକୁ ଯାଉଛି । ଆପଣ ଠିକ୍ ସମୟରେ କାର୍ଯ୍ୟ ସମାପ୍ତ କରିବାକୁ…

8 hours ago

ଯାତ୍ରୀବାହୀ ବସ୍ ଓଲଟି ୩ ମୃତ, ୫ ଗୁରୁତର

କନ୍ଧମାଳ :  କନ୍ଧମାଳରେ ଓଲଟିଲା ଯାତ୍ରୀବାହୀ ବସ୍ । ୩ ଯାତ୍ରୀ ମୃତ, ୫୦ରୁ ଅଧିକ ଯାତ୍ରୀ ଆହତ ।…

10 hours ago