ରାଜ୍ୟ

କମିଶନରେଟ ପୋଲିସ ପକ୍ଷରୁ ଚୋରି ସାମଗ୍ରୀ ଫେରସ୍ତ ମେଳା,୧୪୧ ମୋବାଇଲ, ଲାପଟପ୍ ଓ କ୍ୟାସ ଫେରସ୍ତ

ଭୁବନେଶ୍ୱର : କମିଶନରେଟ ପୋଲିସ ପକ୍ଷରୁ ଚୋରି ସାମଗ୍ରୀ ଫେରସ୍ତ ମେଳା ଅନୁଷ୍ଠିତ ହୋଇଛି। ଏଥିରେ ୧୪୧ ମୋବାଇଲ, ଲାପଟପ୍ , କ୍ୟାସ ଫେରାଇଛନ୍ତି। DCP ଙ୍କ ନେତୃତ୍ୱରେ ଏହି ଟିମ୍ ମିଳିଛି ବଡ଼ ସଫଳତା।
ସେହିପରି ନିର୍ବାଚନ ପାଇଁ କମିଶନରେଟ ପୋଲିସ ର କଡ଼ା ଆଭିମୁଖ୍ୟ।

ବନ୍ଧୁକ ଫେରାଇବା NBW କାର୍ଯ୍ୟକାରୀ କରିବା କରାଯାଇଛି। ଆଗକୁ ନାକା ପଏଣ୍ଟ ରେ ଚେକିଂ ଜୋରଦାର ହେବ। କଳା ଟଙ୍କା, ମାଦକ ଦ୍ରବ୍ୟ, ଉପହାର ବଣ୍ଟନ, ଚୋରା ଅସ୍ତ୍ରଶସ୍ତ୍ର କାରବାର, ଚୋରା ମଦ ଚାଲାଣ ଉପରେ କଡ଼ା ନଜର ରଖା ଯିବ।

Niharanjan

Recent Posts

ଭୋଟ ଗଣତି ପରବର୍ତ୍ତୀ ବିଜୟ ଉତ୍ସବ ପାଳନରେ ଲାଗିଲା କଟକଣା, ବାଜିପାରିବନି ଡିଜେ ଓ ଫୁଟିବନି ବାଣ

ପୁରୀ(କେନ୍ୟୁଜ୍‌) : ରାତି ପାହିଲେ ଭୋଟ ଗଣତି ବାହାରିବ ନିର୍ବାଚନ ଫଳ । କିଏ ପିନ୍ଧିବ ବିଜୟ ମୁକୁଟ ସେନେଇ…

22 seconds ago

ଆସନ୍ତାକାଲିଠାରୁ ପୁଣି ବଢ଼ିବ ତାତି, ତତଲା କଡ଼େଇରେ ଭାଜି ହେବେ ଓଡ଼ିଶାବାସୀ

ଭୁବନେଶ୍ୱର(କେନ୍ୟୁଜ୍‌): ରାଜ୍ୟରେ କାଳବୈଶାଖୀ ବର୍ଷା ପ୍ରଭାବରେ କମିଛି ତାତି । ଫଳରେ ଆସନ୍ତା ୨୪ ଘଣ୍ଟା ଯାଏ ନାହିଁ ଗ୍ରୀଷ୍ମ…

39 mins ago

ଲୋକଙ୍କୁ ଉଷୁକାଇ କରୁଥିଲା ଦଙ୍ଗା, ପୋଲିସ ହାତରେ ଧରାପଡ଼ିଲା ଦୁର୍ଦ୍ଦାନ୍ତ ଅପରାଧୀ ଅମ୍ବିକା ଦାସ

ସୋରଡ଼ା(କେନ୍ୟୁଜ୍‌): ଦୁର୍ଦ୍ଦାନ୍ତ ଅପରାଧୀ ଅମ୍ବିକା ଦାସ ଗିରଫ। ଅମ୍ବିକା ଦାସକୁ ଗିରଫ କଲା ସୋରଡ଼ା ପୋଲିସ । ଗଞ୍ଜାମ ଜିଲ୍ଲା…

1 hour ago

ଦ୍ୱାରଶୁଣି ଘାଟିରେ ପୁଣି ଦୁର୍ଘଟଣା, ଅଜଣା ଗାଡି ଧକ୍କାରେ ବାଇକ ଚାଳକ ମୃତ

ବାଙ୍ଗିରିପୋଷି(କେନ୍ୟୁଜ୍‌): ଦ୍ୱାରାଶୁଣି ଘାଟିରେ ପୁଣିଥରେ ଦୁର୍ଘଟଣା । ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଦ୍ୱାରାଶୁଣି ଘାଟିରେ ଅଜଣା ଗାଡି ଧକ୍କାରେ ବାଇକ…

2 hours ago

ଗଠନ ହେବ ନୂଆ ବିଧାନସଭା, ବିଧାନସଭା ଭଙ୍ଗ ପାଇଁ ରାଜ୍ୟପାଳଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର(କେନ୍ୟୁଜ୍‌): ବିଧାନସଭା ଭଙ୍ଗ ପାଇଁ ରାଜ୍ୟପାଳଙ୍କ ନିର୍ଦ୍ଦେଶ । ରାଜ୍ୟପାଳ ରଘୁବର ଦାଶ ୧୬ତମ ଓଡ଼ିଶା ବିଧାନସଭା ଭଙ୍ଗ ପାଇଁ…

2 hours ago

ୟୁରିକ୍ ଏସିଡ୍‌କୁ ନିୟନ୍ତ୍ରଣ କରିବ କଖାରୁ, ହାର୍ଟ ପାଇଁ ମଧ୍ୟ ହୋଇଥାଏ ଲାଭଦାୟକ

ଆଜିର ଖରାପ ଲାଇଫ୍‌ ଷ୍ଟାଇଲ୍‌ ଏବଂ ଖାଇବା ଅଭ୍ୟାସ ହେତୁ ଲୋକଙ୍କ ମଧ୍ୟରେ ୟୁରିକ୍ ଏସିଡ୍ ସମସ୍ୟା ଦ୍ରୁତ ଗତିରେ…

2 hours ago