ରାଜ୍ୟ

ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ଦିନ ୧୧ଟା ୩୦ରେ SRCଙ୍କ ସମୀକ୍ଷା ବୈଠକ

ଭୁବନେଶ୍ୱର(କେନ୍ୟୁଜ୍): ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ SRCଙ୍କ ସମୀକ୍ଷା ବୈଠକ। ଦିନ ୧୧ଟା ୩୦ରେ ବୈଠକ କରିବେ SRC। ୨୪ ଘଣ୍ଟାରେ ଅବପାତରେ ପରିଣତ ହେବ ଲଘୁଚାପ । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ୱେଲ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି । ପ୍ରଭାବରେ ରାଜ୍ୟରେ ବଢ଼ିବ ବର୍ଷା । ୩୦ଟି ଯାକ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି ।

ଆଗାମୀ ୨୪ ଘଣ୍ଟାରେ ଭୀଷଣ ବର୍ଷା ପାଇଁ ୭ ଜିଲ୍ଲା ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଯାଜପୁର ଓ ଭଦ୍ରକକୁ ରେଡ୍‌ ୱାର୍ଣ୍ଣିଂ ଦେଇଛି ପାଣିପାଗ କେନ୍ଦ୍ର । ଏସବୁ ଜିଲ୍ଲାରେ ଅଚାନକ ବନ୍ୟା ଆସିପାରେ । ତଳୁଆ ଅଞ୍ଚଳ ଜଳମଗ୍ନ ସହ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନର ଆଶଙ୍କା ରହିଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୧୫ ଜିଲ୍ଲାକୁ ଅରେଞ୍ଜ ଓ ପ୍ରବଳ ବର୍ଷା ପାଇଁ ୮ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ଆସନ୍ତାକାଲି ପାଇଁ ୧୦ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ, ୧୧ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ କେନ୍ଦ୍ର।

Sonalisa

Recent Posts

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

5 mins ago

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

39 mins ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

47 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

1 hour ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

1 hour ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

1 hour ago