ଆଜି ରାଜଧାନୀରେ ଇ-ବସରେ ବିନା ପଇସାରେ କରନ୍ତୁ ଯାତ୍ରା, ସହରରେ ୧୦ଟି ରୁଟରେ ଚାଲୁଛି ବସ

ଭୁବନେଶ୍ବରରେ ମାଗଣା ଇ-ବସ୍ ସେବା। ଆଜି ରାଜଧାନୀରେ ଇ-ବସ୍ ଓ ଇ-ରିକ୍ସା ମାଗଣା । ସମ୍ପୂର୍ଣ୍ଣ ମାଗଣାରେ ଯାତ୍ରା କରିପାରିବେ ଯାତ୍ରୀ । CRUT ପକ୍ଷରୁ ଭୁବନେଶ୍ବରରେ ଗଡୁଥିବା ୫୦ଟି ମୋ ଇ-ବସ୍ ଓ ୫୦ଟି ଇ-ରିକ୍ସାରେ ମାଗଣାରେ ଯାତ୍ରୀ ଯାଇପାରିବେ ।

ଭୁବନେଶ୍ବର (କେନ୍ୟୁଜ): ଭୁବନେଶ୍ବରରେ ମାଗଣା ଇ-ବସ୍ ସେବା। ଆଜି ରାଜଧାନୀରେ ଇ-ବସ୍ ଓ ଇ-ରିକ୍ସା ମାଗଣା । ସମ୍ପୂର୍ଣ୍ଣ ମାଗଣାରେ ଯାତ୍ରା କରିପାରିବେ ଯାତ୍ରୀ । CRUT ପକ୍ଷରୁ ଭୁବନେଶ୍ବରରେ ଗଡୁଥିବା ୫୦ଟି ମୋ ଇ-ବସ୍ ଓ ୫୦ଟି ଇ-ରିକ୍ସାରେ ମାଗଣାରେ ଯାତ୍ରୀ ଯାଇପାରିବେ ।

ଭୁବନେଶ୍ବର ସହର ମଧ୍ୟରେ ୧୦ଟି ରୁଟରେ ଚାଲୁଛି ଇଲେକ୍ଟ୍ରିକ୍ ବସ୍ । ସ୍ବଚ୍ଛ ବାୟୁ ଦିବସ ଅବସରରେ ଏଭଳି ନିଷ୍ପତ୍ତି ନିଆଯାଇଛି। ପରିବେଶକୁ ସ୍ବଚ୍ଛ ଓ ପ୍ରଦୂଷଣ ରୋକିବା ପାଇଁ ବିଏମସି, ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ମିଳିତ ସହଯୋଗରେ ସ୍ବଚ୍ଛ ବାୟୁ ଦିବସ ଓ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.