Categories: ରାଜ୍ୟ

ଦଳ ଛାଡ଼ିପାରନ୍ତି ବରିଷ୍ଠ କଂଗ୍ରେସ ନେତା ରିପୁନାଥ ସେଠ, ଦଳ ଅଣଦେଖା କରିଥବାର ଆଣିଲେ ଅଭିଯୋଗ

ଦଳ ଛାଡ଼ି ପାରନ୍ତି ବରିଷ୍ଠ କଂଗ୍ରେସ ନେତା ରିପୁନାଥ ସେଠ। ବିଜେପୁର ଉପନିର୍ବାଚନରେ ପ୍ରାର୍ଥୀ ଚୟନ ନେଇ ତାଙ୍କୁ ଅଣଦେଖା କରାଯାଇଥିବା ଅଭିଯୋଗ ଆଣିଛନ୍ତି ରିପୁନାଥ। ଉପନିର୍ବାଚନ ପାଇଁ ତାଙ୍କୁ କୌଣସି ଦାୟିତ୍ୱ ମଧ୍ୟ ପ୍ରଦାନ କରାଯାଇନାହିଁ। ଖୁବ ଶୀଘ୍ର ଦଳ ଛାଡ଼ିବା ନେଇ ନିଷ୍ପତ୍ତି ନେଇପାରନ୍ତି ବୋଲି କହିଛନ୍ତି।

 

KNews Bureau

Recent Posts

ଟି-ଟ୍ବେଣ୍ଟି ବିଶ୍ବକପ୍ : ସୁପର-୮ରେ ଭାରତର ଦ୍ବିତୀୟ ବିଜୟ, ବାଂଲାଦେଶକୁ ୫୦ ରନରେ କଲା ପରାସ୍ତ

ଟି-ଟ୍ବେଣ୍ଟି ବିଶ୍ବକପ୍ ରେ ବାଂଲାଦେଶକୁ ହରାଇ ସୁପର-୮ରେ ଭାରତର କ୍ରମାଗତ ବିଜୟ । ବାଂଲାଦେଶକୁ ୫୦ ରନରେ ପରାସ୍ତ କରି…

2 mins ago

ସ୍ଥିର ରହିଛି ସୁନା ଦର, କିଣିବାକୁ ଚାହୁଁଛନ୍ତି କି ଆଜି ହିଁ ନେଇ ଆସନ୍ତୁ

ଆଜି ସ୍ଥିର ରହିଛି ସୁନା-ରୂପା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି ତେବେ…

18 mins ago

ବାରିପଦା ବସ ଷ୍ଟାଣ୍ଡରେ ହଣାକଟା ଘଟଣା: ଉଭୟ ପକ୍ଷରୁ ୧୦ ଜଣଙ୍କୁ ଗିରଫ କରିଛି ପୋଲିସ୍

ବାରିପଦା (କେନ୍ୟୁଜ): ବାରିପଦା ଘରୋଇ ବସଷ୍ଟାଣ୍ଡରେ ହଣାକଟା ଘଟଣାରେ ପୋଲିସର ଆକ୍ସନ । ଦୁଇଟି ପୃଥକ ପୃଥକ ମାମଲା ରୁଜୁ…

27 mins ago

ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି : ସକାଳ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ

ବାଲେଶ୍ବର (କେନ୍ୟୁଜ): ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି । ପୌରପାଳିକାର ବିଭିନ୍ନ ଅଞ୍ଚଳରେ କୋହଳ ହେଉଛି କର୍ଫ୍ୟୁ । ଆଜି…

36 mins ago

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

52 mins ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

1 hour ago