ପୋଲ ଉପରେ ଚାଲୁଛି ୩ ଫୁଟର ପାଣି : ହରିଚନ୍ଦନପୁର-ଘଟଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର-ଘଟଗାଁକୁ ଯୋଗାଯୋଗ ବିଚ୍ଛିନ୍ନ । ମୂଷଳ ନଦୀ ଗ୍ୟାରେଜ ପୋଲ ଉପରେ ୩ ଫୁଟ ଉଚ୍ଚର ପାଣି ଚାଲିଛି । ଫଳରେ ଯାତ୍ରୀମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ବିଶେଷକରି ତାରଣୀ ଦର୍ଶନ ପାଇଁ ଆସୁଥିବା ଭକ୍ତଙ୍କୁ ଘଣ୍ଟାଘଣ୍ଟା ଅପେକ୍ଷା କରିବାକୁ ପଡୁଛି । ଦୀର୍ଘଦିନ ବିତିଲାଣି, କିନ୍ତୁ ନୂତନ ପୋଲ ନିର୍ମାଣ କାମ ଶେଷ ହେଉ ନଥିବାରୁ ଲୋକେ ସମସ୍ୟା ଭୋଗୁଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.