Below header

ବାଲେଶ୍ୱର ବସ୍ତା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା,ମହିଳାଙ୍କ ସମେତ ୪ ମୃତ

ବାଲେଶ୍ୱର (କେନ୍ୟୁଜ୍) : ବସ୍ତା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଜଣେ ମହିଳାଙ୍କ ସମେତ ୪ଜଣଙ୍କ ମୃତ୍ୟୁ ହୋଇଛି। ୩ଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ବସ୍ତା ଥାନା NH-୬୦ କୁଣ୍ଡପୁର ଛକରେ ଛିଡା ହୋଇଥିବା ଏକ ଡମ୍ପରକୁ ଦ୍ରୁତ ଗତିରେ ଆସୁଥିବା ଏକ କାର୍ ଧକ୍କା ଦେଇଥିଲା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.