Below header

ସୋର : ଅଜଣା ଗାଡି ଧକ୍କାରେ ବାଇକ ଚାଳକ ମୃତ, ଅନ୍ୟ ଜଣେ ଗୁରୁତର

ସୋର (କେନ୍ୟୁଜ୍) : ସଡକ ଦୁର୍ଘଟଣା। ସୋର ୧୬ ନଂ ଜାତୀୟ ରାଜପଥ ତଳ ନଗରରେ ଅଜଣା ଗାଡି ଧକ୍କାରେ ଜଣେ ବାଇକ ଚାଳକଙ୍କର ମୃତ୍ୟୁ ହୋଇଛି। ଗାଡି ଧକ୍କାରେ ବାଗୁଡି ଅଞ୍ଚଳର ଶରତ ସେଠୀଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ବାଇକ ଆରୋହୀ ନିରଞ୍ଜନ ଜେନା ଗୁରୁତର ଭାବେ ଆହତ ହୋଇଛନ୍ତି। ତାଙ୍କୁ ସୋର ଡାକ୍ତରଖାନାରେ ଭର୍ତ୍ତୀ କରାଯାଇଛି। ସୋର ପୋଲିସ ମୃତ ନିରଞ୍ଜନଙ୍କ ଶବକୁ ବ୍ୟବଚ୍ଛେଦ ପାଇଁ ପଠାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.