ରାଜ୍ୟ

ଖୁଣ୍ଟରେ ପିଟିହେଲା ବାଇକ୍‌ ଜଣେ ମୃତ, ୨ ଗୁରୁତର

ବଣାଇ (କେନ୍ୟୁଜ): ସୁନ୍ଦରଗଡ଼ ଜିଲ୍ଲା ବଣାଇରେ ସଡକ ଦୁର୍ଘଟଣା। ଭାରସାମ୍ୟ ହରାଇ ଖୁଣ୍ଟରେ ପିଟିହେଲା ବାଇକ୍‌। ଫଳରେ ଜଣେ ମୃତ୍ୟୁବରଣ କରିଥିବା ବେଳେ ୨ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ଲହୁଣିପଡା ଥାନା ବୁଢ଼ାଭୂଇଁ ନିକଟରେ ଘଟିଛି ଏହି ଦୁର୍ଘଟଣା।

ସୂଚନା ଅନୁଯାୟୀ ବଣାଇରୁ ଖଣ୍ଡାଧାର ଯାଉଥିବା ବେଳେ ଭାରସାମ୍ୟ ହରାଇ ଖୁଣ୍ଟରେ ବାଇକ୍‌ ପିଟିହୋଇ ଯିବା ଫଳରେ ଏଭଳି ଅଘଟଣ ଘଟିଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ଜଣେ ମୃତ୍ୟୁବରଣ କରିଥିବା ବେଳେ ଦୁଇ ଗୁରୁତରଙ୍କୁ ରାଉରକେଲା ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି।

Barsha

Recent Posts

୨ ନକଲି ନକ୍ସଲ ଗିରଫ, ଜୟପୁର ଏସଡିପିଓଙ୍କ ସୂଚନା

କୋରାପୁଟ : ଦୁଇ ନକଲି ନକ୍ସଲ ଗିରଫ । ଜୟପୁର ସଦର ଥାନା ଓ ବୈପାରିଗୁଡା ପୋଲିସର ମିଳିତ ଉଦ୍ୟମରେ…

4 mins ago

ଦିଲ୍ଲୀ ଯିବା ପୂର୍ବରୁ କୃଷି ମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା ବୈଠକ

ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

20 mins ago

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ହାତ ମିଳାଇଲେ ରାହୁଲ ଗାନ୍ଧି, ସଂସଦରେ ସମସ୍ତଙ୍କ ଧ୍ୟାନ ଆକର୍ଷିତ କଲା ଦୃଶ୍ୟ

ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…

33 mins ago

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

42 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

46 mins ago

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

1 hour ago