Categories: ରାଜ୍ୟ

ଗଞ୍ଜାମ: ରାସ୍ତା ପାର ହେଉଥିବା ବେଳେ ପରିବା ବିକାଳୀଙ୍କୁ ଧକ୍କା ଦେଲା ଟ୍ରକ

ଗଞ୍ଜାମ(କେନ୍ୟୁଜ୍): ଦୁର୍ଘଟଣାରେ ମୃତ୍ୟୁରୁ ଉତ୍ତେଜନା। ରାସ୍ତା ପାର ହେଉଥିବା ବେଳେ ଜଣେ ପରିବା ବିକାଳୀଙ୍କୁ ଧକ୍କା ଦେଲା ଟ୍ରକ । ଗଞ୍ଜାମ ଜିଲ୍ଲା ଗୋଳନ୍ଥରା ରଣ୍ଢା ଛକରେ ଘଟିଛି ଦୁର୍ଘଟଣା । ମୃତ ମହିଳା ଜଣଙ୍କ ଚିକରଡା ଗାଁର କନକ ବେହେରା ବୋଲି ଜଣାପଡିଛି । ସକାଳୁ ପରିବା ଧରି ରାସ୍ତା ପାର ହୋଇ ରଣ୍ଢା ବଜାରକୁ ଯାଉଥିବା ବେଳେ ଦୁର୍ଘଟଣା ହୋଇଛି । ପୋଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ମୃତକଙ୍କ ପରିବାରକୁ କ୍ଷତିପୂରଣ ସହ ରଣ୍ଢା ଛକରେ ଏକ ଫ୍ଳାଏ ଓଭର ବ୍ରିଜ ନିର୍ମାଣ ଦାବିରେ ଅଞ୍ଚଳବାସୀ ରାସ୍ତାରୋକ କରିଛନ୍ତି । ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ବହୁ ଗାଡି ଅଟକି ରହିଛି । ଘଟଣାସ୍ଥଳରେ ଗୋଳନ୍ଥରା ଥାନା ପୋଲିସ ପହଞ୍ଚି ଲୋକଙ୍କୁ ବୁଝା ସୁଝା କରୁୁଛି ।

KNews Bureau

Recent Posts

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

4 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

15 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

26 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

54 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

1 hour ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

1 hour ago