କଳାହାଣ୍ଡି (କେନ୍ୟୁଜ): କଳାହାଣ୍ଡି କେସିଙ୍ଗାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ବିଳମ୍ବିତ ରାତିରେ ଏନ ଏଚ ୨୬ କେସିଙ୍ଗା ଥାନା ଚାଂଚେର ନିକଟରେ ଭୁବନେଶ୍ୱର ଯାଉଥିବା ପ୍ରାଇଭେଟ୍ ଏକ୍ସପ୍ରେସ ଦିଲଖୁସ ବସ ଓ ଏକ କାର ମୁହାଁମୁହିଁ ଧକ୍କା ହେବା ଫଳରେ କାରରେ ଥିବା ଦୁଇ ଯୁବକଙ୍କ ମୃତ୍ୟୁ ଘଟିଛି।
ମୃତକ ଦୁଇଜଣ ଭବାନୀପାଟଣାର ବୋଲି ଜଣା ପଡିଛି। ଦୁର୍ଘଟଣା ପରେ କାର ଚୁରମାର ହୋଇଯାଇଛି। ବସ ଓ କାର ଦୁର୍ଘଟଣାରେ ୨ ମହିଳା ଗୁରୁତର ହୋଇ ଭବାନୀପାଟଣା ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।
ନୂଆଗଡ : ଯୁବକ ଜଣକ ନୂଆଗଡ ଗାଁର କୈଳାଶ ସୁବୁଦ୍ଧିଙ୍କ ପୁଅ ନାରାୟଣ ସୁବୁଦ୍ଧି ବୋଲି ଜଣାପଡିଛି । ମୃତ୍ୟୁର…
ଭାରତୀୟ ଟିମ୍ର ଖେଳାଳି ତଥା କୋଲକାତା ନାଇଟ୍ ରାଇଡର୍ସ(KKR)ର ଷ୍ଟାର୍ ଅଲରାଉଣ୍ଡର ଭେଙ୍କଟେଶ ଆୟର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି…
ଗ୍ରୀଷ୍ମ ଋତୁ ଆସିବା ସହିତ ଇଲେକ୍ଟ୍ରୋନିକ୍ ଡିଭାଇସରେ ଅଗ୍ନି ଏବଂ ବିସ୍ଫୋରଣ ଘଟଣା ମଧ୍ୟ ବଢ଼ିବାରେ ଲାଗିଛି । ଶୀତ…
ଭୁବନେଶ୍ୱର : ଅମାନିଆଙ୍କୁ କମିସନରେଟ ପୋଲିସର ଆକ୍ସନ । ଗାଡ଼ି ଚଲାଇବା ସମୟରେ ମୋବାଇଲରେ କଥା ହେଉଥିବା ବେଳେ ଗାଡ଼ି…
ଆଜିକାଲି ରୋଗରେ ପିଡ଼ିତ ହେବା ସାଧାରଣ କଥା ହୋଇଗଲାଣି । ଷ୍ଟୋନ୍ ଆଉ ଟ୍ୟୁମର ପ୍ରାୟତଃ ସମସ୍ତଙ୍କୁ ହେଉଛି ।…
ଅରୁଣାଚଳ ପ୍ରଦେଶ ବିଧାନସଭା ନିର୍ବାଚନରେ ବାଜି ମାରିଛି ବିଜେପି । ବିଜେପି ପୁଣିଥରେ ଅରୁଣାଚଳ ପ୍ରଦେଶରେ ୪୬ ସିଟରେ ବିଜୟ…