Below header

ଭାରସାମ୍ୟ ହରାଇ ଗଛରେ ପିଟି ହେଲା ବୋଲେରୋ, ୨ ମୃତ ୪ ଗୁରୁତର ଆହତ

କାମାକ୍ଷାନଗର(କେନ୍ୟୁଜ୍‌): କାମାକ୍ଷାନଗର ସ୍ଥିତ ପରଜଙ୍ଗ ଥାନା ଡୋଲିଆ ଛକ ନିକଟରେ ଦୁର୍ଘଟଣା। ଭାରସାମ୍ୟ ହରାଇ ଗଛରେ ପିଟି ହେଲା ବୋଲେରୋ। ଘଟଣାସ୍ଥଳରେ ୨ ଜଣ ମହିଳା ମୃତ୍ୟୁବରଣ କରିଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତ ବ୍ୟକ୍ତିଙ୍କୁ ଚିକିତ୍ସା ପାଇଁ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.