ବାହାଘର ସାରି ଫେରୁଥିବା ବେଳେ ଦୁର୍ଘଟଣା: ବାଇକ ଚାଳକ ମୃତ, ୨ ଗୁରୁତର

ପାଟଣାଗଡ଼ର ସରଗୁଲରୁ ଧୂମାଭଟା ବାହାଘର ସାରି ଫେରୁଥିବା ବେଳେ ଘଟିଛି ଦୁର୍ଘଟଣା। ବାଇକରେ ଥିବା ତିନିଜଣଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇଜଣ ଗୁରୁତର ଅଛନ୍ତି।

ପାଟଣାଗଡ଼ (କେନ୍ୟୁଜ): ଅଜଣା ଗାଡି ଧକ୍କାରେ ବାଇକ ଚାଳକ ମୃତ। ସରଗୁଲରୁ ଧୂମାଭଟା ବାହାଘର ସାରି ଫେରୁଥିବା ବେଳେ ଘଟିଛି ଦୁର୍ଘଟଣା। ବାଇକରେ ଥିବା ତିନିଜଣଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇଜଣ ଗୁରୁତର ଅଛନ୍ତି। ଗୁରୁତର ମଧ୍ୟରୁ ଜଣେ ବଲାଙ୍ଗୀର ଓ ଜଣେ ବୁର୍ଲା ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ମୃତକ ହେଲେ ବିକାଶ ଥପା। ଘଟଣାକୁ ନେଇ ପୋଲିସ ତଦନ୍ତ ଆରମ୍ଭ କରିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.