ଆଠମଲ୍ଲିକ : ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣା, ନାବାଳକର ମୃତ୍ୟୁ
ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ସାନହୁଲା ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣା । ଦୁର୍ଘଟଣାରେ ଜଣେ ନାବାଳକର ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣେ ଗୁରୁତର ଆହତ ହୋଇଛନ୍ତି । ଚିପ୍ସ ବୋଝେଇ ହାଇୱା ବାଇକକୁ ଧକ୍କା ଦେବାରୁ ଦୁର୍ଘଟଣା ଘଟିଥିଲା ।
ଆଠମଲ୍ଲିକ(କେନ୍ୟୁଜ) : ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ସାନହୁଲା ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣା । ଦୁର୍ଘଟଣାରେ ଜଣେ ନାବାଳକର ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣେ ଗୁରୁତର ଆହତ ହୋଇଛନ୍ତି । ଚିପ୍ସ ବୋଝେଇ ହାଇୱା ବାଇକକୁ ଧକ୍କା ଦେବାରୁ ଦୁର୍ଘଟଣା ଘଟିଥିଲା ।