ଭୁବନେଶ୍ୱର (କେନ୍ୟୁଜ୍) : ବାଣିବିହାର ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଖଣ୍ଡଗିର ଜାଗମରାର ଜିତେନ୍ଦ୍ର ପ୍ରଧାନ ବୋଲି ଜଣାପଡିଛି। ତେବେ ଘଟଣାସ୍ଥଳରେ ପହଁଚି ତଦନ୍ତ ଆରମ୍ଭ କରିଛି।