ଦେବଗଡ଼(କେନ୍ଯୁଜ୍): ରାସ୍ତା ମରାମତି ନହେବାରୁ ୧୨ ଘଣ୍ଟିଆ ଜାତୀୟ ରାଜପଥ ବନ୍ଦ କରାଯାଇଛି । ଦେବଗଡ଼ ଜିଲ୍ଲା ଦେଇ ଯାଇଥିବା ଜାତୀୟ ରାଜପଥ ବନ୍ଦ କରାଯାଇଛି । ଫଳରେ ଶହ ଶହ ଗାଡ଼ି ଅଟକି ରହିଛି । ଲୋକେ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏହି ରାସ୍ତା ଦେଇ ହଜାର ହଜାର ଗାଡ଼ି ଚଳାଚଳ କରୁଛି । ରାସ୍ତା ଏବେ ମରଣଯନ୍ତା ପାଲଟିଛି । ଏହି ରାସ୍ତାର ବାଏପାସ୍ ରାସ୍ତା କାମ ଓରିଏଣ୍ଟାଲ କମ୍ପାନୀକୁ ଦିଆଯାଇଛି । ଏହି କମ୍ପାନୀ ରାସ୍ତା ମରାମତି କରିବା କଥା । ହେଲେ କମ୍ପାନୀ ରାସ୍ତା କାମ କରୁନଥିବାରୁ ଏହାର ପ୍ରତିବାଦରେ ଜିଲ୍ଲା ବିଜେପି ଶାଖା ପକ୍ଷରୁ ବିଧାୟକ ସୁବାସ ପାଣିଗ୍ରାହୀଙ୍କ ନେତୃତ୍ୱରେ ବନ୍ଦ କରାଯାଇଛି ।
ଭୁବନେଶ୍ୱର : ଅମାନିଆଙ୍କୁ କମିସନରେଟ ପୋଲିସର ଆକ୍ସନ । ଗାଡ଼ି ଚଲାଇବା ସମୟରେ ମୋବାଇଲରେ କଥା ହେଉଥିବା ବେଳେ ଗାଡ଼ି…
ଆଜିକାଲି ରୋଗରେ ପିଡ଼ିତ ହେବା ସାଧାରଣ କଥା ହୋଇଗଲାଣି । ଷ୍ଟୋନ୍ ଆଉ ଟ୍ୟୁମର ପ୍ରାୟତଃ ସମସ୍ତଙ୍କୁ ହେଉଛି ।…
ଅରୁଣାଚଳ ପ୍ରଦେଶ ବିଧାନସଭା ନିର୍ବାଚନରେ ବାଜି ମାରିଛି ବିଜେପି । ବିଜେପି ପୁଣିଥରେ ଅରୁଣାଚଳ ପ୍ରଦେଶରେ ୪୬ ସିଟରେ ବିଜୟ…
ଯେତେବେଳେ ବି ଆମେ କୌଣସି କାର୍ଯ୍ୟ କରିବା ପାଇଁ ବାହାରିଥାଉ, ଆମ ମୂଳ ଉଦ୍ଦେଶ୍ୟ ହୋଇଥାଏ ସେହି କାର୍ଯ୍ୟକୁ ସଂପୂର୍ଣ୍ଣ…
କାଲିମେଳା : ଘରେ ମୋବାଇଲ ଆଉ ବାଇକ୍ ଅଛି । ହେଲେ ଘରେ ନାହାଁନ୍ତି ଡାକ୍ତର ବାବୁ । ଗତକାଲି…
ଅନେକ ଲୋକ ଏପରି ଅଛନ୍ତି ଯେଉଁମାନଙ୍କ ଟାଇଫିଂ ସ୍ପିଡ୍ ବହୁତ ଅଧିକ ରହିଥାଏ । ଆପଣ ବି କେବେ ନା…