Below header

ପୁନଃ ଭୋଟ ଗଣତି ଦାବିରେ ଗ୍ରାମବାସୀଙ୍କ ରାସ୍ତା ରୋକ୍, ଉଭୟ ପାର୍ଶ୍ୱରେ ଅଟକି ରହିଛି ଶତାଧିକ ଗାଡି

କଣ୍ଟାବାଞ୍ଝି(କେନ୍ଯୁଜ୍): ପୁନଃ ଭୋଟ ଗଣତି ଦାବିରେ ଗ୍ରାମବାସୀଙ୍କ ରାସ୍ତା ରୋକ । ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଠେମରା ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀଙ୍କ ଭୋଟ ଗଣତିରେ ଭୁଲ ତଥ୍ୟ ଦେଇଥିବା ଅଭିଯୋଗରେ ଗୋପାଳପୁର-ରାୟପୁର ଜାତୀୟ ରାଜପଥ ଅବରୋଧ କରାଯାଇଛି । ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଶତାଧିକ ଗାଡି ଅଟକି ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.