Categories: ରାଜ୍ୟ

ଓଡ଼ିଶା-ଆନ୍ଧ୍ର ସୀମାନ୍ତ ସାଲୁର ଘାଟିରେ ପାହାଡ଼ରୁ ମାଟି ଅତଡ଼ା ଖସି ରାସ୍ତା ଅବରୋଧ, ଦୀର୍ଘ ଘଣ୍ଟା ପରେ ସ୍ୱାଭାବିକ ହେଲା ସ୍ଥିତି

କେନ୍ୟୁଜ୍: ପାହାଡ଼ରୁ ଖସିଲା ମାଟି ଅତଡ଼ା। ମାଟି ଅତଡ଼ା ଖସି ରାସ୍ତା ଅବରୋଧ। ଓଡ଼ିଶା-ଆନ୍ଧ୍ର ସୀମାନ୍ତ ସାଲୁର ଘାଟିରେ ଏହି ଘଟଣା ଘଟିଥିଲା। ଯାହାଫଳରେ ୨୬ ନମ୍ବର ଜାତୀୟ ରାଜପଥ ଅବରୋଧ ହେବା ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଶହଶହ ଗାଡ଼ି ଛିଡା ହୋଇରହିଥିଲା।

କିନ୍ତୁ ଦୀର୍ଘ ଘଣ୍ଟା ପରେ ସ୍ଥିତି ସ୍ୱାଭାବିକ ହୋଇଛି ଘାଟି ରାସ୍ତା। ସ୍ୱାଭାବିକ ହୋଇଛି ଗାଡିମୋଟର ଚଳାଚଳ। ସାଲୁର ପୋଲିସ ଓ ପ୍ରଶାସନ ପକ୍ଷରୁ ରାସ୍ତା ସଫା କରାଯାଇଥିଲା। ଗତକାଲି ମାଟି ଅତଡା ଖସି ୨୬ ନମ୍ବର ଜାତୀୟ ରାଜପଥ ଅବରୋଧ ହୋଇଥିଲା। ପ୍ରବଳ ବର୍ଷାରେ ପାହାଡ଼ରୁ ଖସିଥିଲା ମାଟି ଅତଡ଼ା। ଓଡ଼ିଶା-ଆନ୍ଧ୍ର ସୀମାନ୍ତ ସାଲୁର ଘାଟିରେ ଏହି ଦୁର୍ଘଟଣା ଘଟିଥିଲା। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଶହଶହ ଗାଡ଼ି ଅଟକି ରହିଥିଲା। ବସ୍‌ ଅଟକି ରହିବାରୁ ଯାତ୍ରୀମାନେ ପିଲାଛୁଆ ଧରି ହଇରାଣ ହୋଇଥିଲେ। ଗତକାଲି ରାତିରେ ଏହି ଦୁର୍ଘଟଣା ଘଟିବା ଫଳରେ ଗାଡି ଚଲାଚଳ ସ୍ୱାଭାବିକ କରିବା କଷ୍ଟକର ହୋଇପଡିଥିଲା।

KNews Bureau

Recent Posts

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

20 mins ago

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

29 mins ago

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

1 hour ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମ୍ମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମ୍ମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

1 hour ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

1 hour ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

2 hours ago