ରାଜ୍ୟ

ରାଜଧାନୀରେ ରୋଡ୍‌ ରୋମିଓଙ୍କ ଦୌରାତ୍ମ୍ୟ, ଲେଡିଜ୍‌ ହଷ୍ଟେଲରେ ପଶି ମାରପିଟ୍‌ ସହ ଭାଙ୍ଗିଲେ ଗାଡ଼ି, ୪ଅଟକ

ଭୁବନେଶ୍ୱର (କେନ୍ୟୁଜ): ରାଜଧାନୀରେ ରୋଡ୍‌ ରୋମିଓଙ୍କ ଉତ୍ପାତ । ନୟାପଲ୍ଲୀରେ ଲେଡିଜ୍‌ ହଷ୍ଟେଲରେ ପଶି ମାରପିଟ୍‌ ସହ ଗାଡ଼ି ଭଙ୍ଗାରୁଜା କରିଛନ୍ତି । କମେଣ୍ଟ ମରାକୁ କେନ୍ଦ୍ର କରି ଏଭଳି କାଣ୍ଡ ଭିଆଇଛନ୍ତି ଦୁର୍ବୃତ୍ତ । କମେଣ୍ଟ ମରାର ପ୍ରତିବାଦ କରିବାରୁ ହଷ୍ଟେଲ ଭିତରେ ପଶି ଭଙ୍ଗାରୁଜା କରିବା ସହ ଅଶ୍ଳୀଳ ଇଙ୍ଗିତ କରିଛନ୍ତି । ୫ ଦୁର୍ବୃତ୍ତ ଏଭଳି ତୁମୁଳକାଣ୍ଡ କରିଥିବା ବେଳେ ୪ ଜଣଙ୍କୁ ଅଟକ ରଖିଲା ପୋଲିସ । ଘଟଣା ସ୍ଥଳରେ ସୁଟିଂ ହୋଇଥିବା ଭିଡିଓରୁ ଦୁର୍ବୃତ୍ତଙ୍କୁ ଚିହ୍ନଟ କରିଥିଲା ପୋଲିସ।

ସୂଚନା ଅନୁଯାୟୀ କମେଣ୍ଟ ମରାକୁ ପ୍ରତିବାଦ କରିବାରୁ ଲେଡିଜ୍‌ ହଷ୍ଟେଲ ଭିତରେ ପଶି ଭଙ୍ଗାରୁଜା କରିଛନ୍ତି । ନୟାପଲ୍ଲୀ ଥାନାରେ ଏନେଇ ଏତଲା ପରେ ଅନ୍ୟମାନଙ୍କୁ ଖୋଜୁଛି ପୋଲିସ
। ଅଭିଯୁକ୍ତଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି ।

 

Barsha

Recent Posts

ଜାଣନ୍ତୁ କେତେ ରହିଛି ଆଜି ସୁନା ଦର

କେନ୍ୟୁଜ (ବ୍ୟୁରୋ) : ସୁନା କିଣିବାକୁ ଚାହୁଁଥିଲେ ପ୍ରଥମେ ଜାଣନ୍ତୁ ଦାମ୍ । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା…

1 min ago

ବିଦ୍ୟୁତ ଆଘାତରେ ଦନ୍ତା ମୃତ, ଖାଦ୍ୟ ଅନ୍ବେଷଣରେ ଗାଁକୁ ପଶି ଆସିଥିଲା

ସମ୍ବଲପୁର : ବିଦ୍ୟୁତ ଆଘାତରେ ଦନ୍ତା ମୃତ। ସମ୍ବଲପୁର ସଦର ରେଞ୍ଜ ଫରେଷ୍ଟ ଡିଭଜନ ଯୁଯୁମୁରା ରେଞ୍ଜ ବସିଆପଡା ଗାଁରେ…

34 mins ago

ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଚାଲିଗଲା ୪ ଜୀବନ, ଦୁଇ ଗୁରୁତର

ନୂଆପଡ଼ା(କେନ୍ୟୁଜ): ଭୟଙ୍କର ସଡ଼କ ଦୁର୍ଘଟଣାରେ ଗଲା ୪ ଜୀବନ । ଦୁଇ ଜଣ ଗୁରୁତର ହୋଇ ଡାକ୍ତରଖାନରେ ଚିକିତ୍ସିତ ହେଉଛନ୍ତି…

1 hour ago

ଆଜିର ରାଶିଫଳ : ଏହି ରାଶିର ଲୋକେ କ୍ୟାରିୟରକୁ ନେଇ କିଛି ଖୁସି ଖବର ପାଇବେ, କୌଣସି କାର୍ଯ୍ୟ ପାଇଁ ପ୍ରଶଂସା ମିଳିବ

ମେଷ : ବ୍ୟବସାୟ ତଥା ଅନ୍ୟ କ୍ଷେତ୍ରରେ ଆଜିର ଦିନ ଆପଣ ପାଇଁ ଲାଭପ୍ରଦ ଅଟେ । ଘର ତଥା…

9 hours ago

ଦୁର୍ଘଟଣାରେ ଗୋଡ ହରାଇ ଥିବା ଶିକ୍ଷକଙ୍କୁ ପାଣି ପିଆଇ ସାନ୍ତ୍ଵନା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର(କେନ୍ୟୁଜ୍‌): ସମୟ ଥିଲା ଅପରାହ୍ନ । ଅନେକ ବ୍ୟକ୍ତି, ସଂଗଠନ, ସାଧାରଣ ଲୋକ ଆସି ରାଜ୍ୟ ଅତିଥି ଭବନର ଅସ୍ଥାୟୀ…

13 hours ago

ରାଜଧାନୀ ରାସ୍ତା କଡ଼ରେ ଗଛ ଲଗାଉଥିବା ଓ ପାଣି ଦେଉଥିବା ଏ ବ୍ୟକ୍ତିଙ୍କୁ ଦେଖିଛନ୍ତି କି ?

ଭୁବନେଶ୍ୱର: ଟାଇଁ ଟାଇଁ ମୁଣ୍ଡଫଟା ଖରା । ଚାଲିକି କି ସାଇକେଲରେ ଯିବା ଲୋକ ଖୋଜୁଛି ଗଛ ଛାଇ ଟିକେ…

13 hours ago