ବାରଙ୍ଗ : ବନ୍ଧୁକ ମୁନରେ ଲୁଟ୍। ଦୁର୍ବୃତ୍ତମାନେ ଲୁଟିନେଲେ ପ୍ରାୟ ୧ କିଲୋ ଓଜନର ସୁନା ଗହଣା। ବାରଙ୍ଗ ଗୋଡିସାହିରେ ଏକ ଗହଣା ଦୋକାନରୁ ଏହି ଲୁଟ୍ ହୋଇଛି। ଗୋଡିସାହିରେ ଥିବା ଲଳିତା ଜୁଏଲରୀ ମାଲିକ ଗତକାଲି ରାତିରେ ଦୋକାନ ବନ୍ଦ କରୁଥିବାବେଳେ ୬ଜଣ ଦୁର୍ବୃତ୍ତ ବନ୍ଧୁକ ଦେଖାଇ ଲୁଟି ନେଇଥିବା ଅଭିଯୋଗ ହୋଇଛି। ଦୁର୍ବୃତ୍ତଙ୍କ ମାଡ଼ରେ ଗହଣା ଦୋକାନ ମାଲିକ ଆହତ ହୋଇଛନ୍ତି। ଖବର ପାଇ ଘଟଣାସ୍ଥଳରେ ଗୋଡିସାହି ଫାଣ୍ଡି ପୋଲିସ ପହଞ୍ଚି ଦୁର୍ବୃତ୍ତଙ୍କୁ ଧରିବାକୁ ତନାଘନା ଚଳାଇଛି। ଦୁର୍ବୃତ୍ତମାନେ CCTVର ହାର୍ଡଡିସ୍କ ମଧ୍ୟ ନେଇଯାଇଥିବା ଅଭିଯୋଗ ହୋଇଛି।
ଆସୁଛି ଓ୍ଵାନ୍ ପ୍ଲସର ଧମାକେଦାର ଫୋନ୍ । ଯଦି ଆପଣ ଓ୍ଵାନପ୍ଲସ୍ ଲଭର୍ ତାହେଲେ ଆପଣଙ୍କ ପାଇଁ ଖୁସି ଖବର…
ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଭାରତୀୟ ବଜାରରେ ଏକ ନୂଆ ଇଲେକ୍ଟ୍ରିକ୍ କାର ଲଞ୍ଚ କରିବାକୁ ପ୍ରସ୍ତୁତ ହେଉଛି । ଏହି…
ଭୁବନେଶ୍ୱର (କେନ୍ୟୁଜ): ପୁଣି ଜଳିଲା ସାରା ଓଡ଼ିଶା । ଦିନ ୧୧ଟା ସୁଦ୍ଧା ୪୨.୮ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ…
ଆମିର ଖାନଙ୍କ ଫିଲ୍ମ ‘ଦଙ୍ଗଲ’ରେ ଗୀତ ଫୋଗାଟଙ୍କ ପିଲାବେଳେର ଭୂମିକାରେ ନଜର ଆସିଥିବା ଜାୟରା ଓ୍ଵାସିମଙ୍କ ପିତାଙ୍କ ପରଲୋକ ।…
ଭୁବନେଶ୍ୱର (କେନ୍ୟୁଜ): ସିଏମଓରେ କାର୍ଯ୍ୟରତ ଅଫିସରଙ୍କ ବିରୋଧରେ ନିର୍ବାଚନ କମିଶନଙ୍କ କାର୍ଯ୍ୟାନୁଷ୍ଠାନ ଦୁର୍ଭାଗ୍ୟଜନକ । ଓଡ଼ିଶାରେ ଯଦି ନକ୍ସଲବାଦ କମିଛି…
ଦୁନିଆର ସବୁଠାରୁ ଉଚ୍ଚ ବିଲିଡିଂ ତଥା ଦୁବାଇରେ ଥିବା ବୁର୍ଜ ଖଲିଫାରେ ଝଲସିଲା ଆଇପିଏଲ ୨୦୨୪ ଟ୍ରଫି । ବୁର୍ଜ…