Below header

ବନ୍ଧୁକ ଦେଖାଇ ଶିକ୍ଷୟିତ୍ରୀଙ୍କ ଠାରୁ ଲୁଟ: ନେଇଗଲେ ସୁନାଗହଣା, ଟଙ୍କା ଓ ମୋବାଇଲ

ବନ୍ଧୁକ ମୁନରେ ଲୁଟ୍। ଆନନ୍ଦପୁର ସୋସୋ ଥାନା ଆମ୍ବଗଡ଼ିଆ ଛକ ନିକଟରେ ଲୁଟ୍ ହୋଇଛି। ବନ୍ଧୁକ ଦେଖାଇ ଶିକ୍ଷୟିତ୍ରୀଙ୍କଠାରୁ ସୁନାଗହଣା, ଟଙ୍କା ଓ ମୋବାଇଲ ଲୁଟିନେଇଛନ୍ତି ଦୁର୍ବୃତ୍ତ।

ଆନନ୍ଦପୁର (କେନ୍ୟୁଜ): ବନ୍ଧୁକ ମୁନରେ ଲୁଟ୍। ଆନନ୍ଦପୁର ସୋସୋ ଥାନା ଆମ୍ବଗଡ଼ିଆ ଛକ ନିକଟରେ ଲୁଟ୍ ହୋଇଛି। ବନ୍ଧୁକ ଦେଖାଇ ଶିକ୍ଷୟିତ୍ରୀଙ୍କଠାରୁ ସୁନାଗହଣା, ଟଙ୍କା ଓ ମୋବାଇଲ ଲୁଟିନେଇଛନ୍ତି ଦୁର୍ବୃତ୍ତ। ଶିକ୍ଷୟିତ୍ରୀ ଜଣକ ସ୍କଲରୁ ଫେରୁଥିବାବେଳେ ୩ ଜଣ ଯୁବକ ବାଇକରେ ଆସି ତାଙ୍କୁ ଅଟକାଇ ଲୁଟ୍ କରିଥିଲେ। ଏନେଇ ଥାନାରେ ଅଭିଯୋଗ ପରେ ସୋସୋ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.