କୋକସରାର ପୂର୍ବତନ ବିଧାୟିକା ରୋଶନୀ ସିଂହଦେଓଙ୍କ ପରଲୋକ

ଭୁବନେଶ୍ୱର(କେନ୍ଯୁଜ୍): ପୂର୍ବତନ ମନ୍ତ୍ରୀ ପୁଷ୍ପେନ୍ଦ୍ର ସିଂଦେଓଙ୍କ ମାଆ ତଥା କୋକସରାର ପୂର୍ବତନ ବିଧାୟିକା ରୋଶନୀ ସିଂହଦେଓଙ୍କ ପରଲୋକ । ଆଜି ଭୁବନେଶ୍ୱରରେ ତାଙ୍କର ଦେହାନ୍ତ ହୋଇଛି । ସେ ଦୁଇ ଥର ବିଧାୟିକା ଭାବେ ନିର୍ବାଚିତ ହୋଇଥିଲେ ।

୧୯୯୫ ଓ ୨୦୦୦ ମସିହାରେ ରୋଶନୀ ସିଂଦେଓ ବିଧାୟିକା ହୋଇଥିଲେ । ବିଧାନସଭା ପରିସରରେ ତାଙ୍କୁ ଗାର୍ଡ ଅଫ ଅନର ଦିଆଯାଇଛି । ସେହିପରି ବିଜେଡି ଯୁବ ପାର୍ଟି ଅଫିସରେ ମରଶରୀରେ ଶ୍ରଦ୍ଧାଞ୍ଜଳି ଦିଆଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.