କୋରାପୁଟ(କେନ୍ୟୁଜ୍): ଗଞ୍ଜେଇ ଧରପଗଢକୁ ଯୋରଦାର କରିଛି ଲମତାପୁଟ ଓ ମାଛକୁଣ୍ଡ ପୋଲିସ୍ । ସୁରୁମି ଠାରୁ ହରିୟାନା ଗଞ୍ଜେଇ ଚୋରା ଚାଲାଣ କରାଯାଉଥିବାବେଳେ
ମାଛକୁଣ୍ଡ ପୋଲିସ ଦ୍ବାରା ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ । ଏହାସହ ଗୋଟିଏ କାର ସହ ୨ଜଣ ଯୁବକଙ୍କୁ ଗିରଫ କରାଯାଇଛି । ସୁରୁମି ଠାରୁ ଗୁନେଇପଡା _ଲମତାପୁଟ _ଜୟପୁର ଦେଇ ହରିୟାନାକୁ ଚାଲାଣ କରୁଥିବାବେଳେ ମାଛକୁଣ୍ଡ ପୋଲିସ୍ ଗଞ୍ଜେଇ ଜବତ କରିଛି ।
ସନ୍ତୋଷ ଖେମୁଣ୍ଡୁ ଓ ସୁରେଶ ନିରକି ନାମକ ୨ଜଣକୁ ଗିରଫ କରାଯାଇଛି । ଗିରଫଙ୍କ ଘର ମାଛକୁଣ୍ଡ ଥାନା ଅଂଚଳର ହୋଇଥିବାବେଳେ, ତଦନ୍ତ ଜାରି ରହିଛି ବୋଲି ନନ୍ଦପୁର ଏସଡିପିଓ ସଂଜୟ ମହାପାତ୍ର ସୂଚନା ଦେଇଛନ୍ତି ।
ଆଠମଲ୍ଲିକ: ଆଠମଲ୍ଲିକ ନିକଟସ୍ଥ ମାଳିପଦର ଗ୍ରାମ ନିକଟ ପୂର୍ତ୍ତ ରାସ୍ତାରେ ଜଳିଗଲା ବାଇକ | ପ୍ରକାଶ ଯେ, ଆଠମଲ୍ଲିକ କିଆକଟା…
ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…
ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍ ଚର୍ଚ୍ଚା ଚାଲିଛି…
ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍ ଟର୍ଫ…
ଅନେକ କୁନି କୁନି ପିଲା ଥାଆନ୍ତି, ଯେଉଁ ମାନଙ୍କର ଦାନ୍ତ ଉଠେନି । ଏପରିକି ଅନେକ ସମୟରେ ବୟସ୍କ ବ୍ୟକ୍ତିଙ୍କର…
ଖୋର୍ଦ୍ଧା(କେନ୍ୟୁଜ): ଖୋର୍ଦ୍ଧା ସହରକୁ ପ୍ରତିଦିନ ଲକ୍ଷ ଲକ୍ଷ ଲୋକଙ୍କ ଯାଆସ । ଏତେ ଲୋକଙ୍କ ଭିଡ ଭିତରେ ଏଠି କେମିତି ଚାଲିଛି…