ରାଜ୍ୟ

ବନ୍ଧୁକ ମୁନରେ ପେଟ୍ରୋଲ ପମ୍ପରୁ ଲୁଟି ନେଲେ ୨୦ଲକ୍ଷ

କେନ୍ଦୁଝର(କେନ୍ୟୁଜ୍): ପେଟ୍ରୋଲ ପମ୍ପରୁ ଲୁଟ୍।  କେନ୍ଦୁଝର ସଦର ଥାନା ପଦ୍ମପୁର ପୁଟୁଳିଆ ସ୍ଥିତ ରିଲାଏନ୍ସ ପେଟ୍ରୋଲ ପମ୍ପରୁ ଲୁଟ୍ । ତେଲ ପକାଇବା ବାହାନାରେ ଦୁଇଟି ମୋଟର ସାଇକଲରେ ୬ ଜଣ ମୁଖାଧାରୀ ଦୁର୍ବୃତ୍ତ ପେଟ୍ରୋଲ ପମ୍ପରେ ପହଞ୍ଚିଥିଲେ । ଏହାପରେ ତେଲ ଦେଉଥିବା କର୍ମଚାରୀ ଓ କାଉଣ୍ଟରରେ ଥିବା ମ୍ୟାନେଜର ମୁଣ୍ଡରେ ବନ୍ଧୁକ ରଖି ଟଙ୍କା ମାଗିଥିଲେ ।

ଦେଖୁ ଦେଖୁ ଆଖି ପିଛୁଳାକେ ପେଟ୍ରୋଲ ପମ୍ପରୁ ଲୁଟି ନେଇଥିଲେ ୨୦ଲକ୍ଷ ଟଙ୍କା । ଏହା ଆଜି ଭୋର ସମୟର ଘଟଣା ବୋଲି ଜଣାପଡିଛି । ଏନେଇ ପୋଲିସ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Sonalisa

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକଙ୍କର ଆଜି ସମାଜରେ ମାନ ସମ୍ମାନ ବଢିବ

ମେଷ: ପାରିବାରିକ ଜୀବନ ସୁଖମୟ ହେବ । ଆୟ ହ୍ରାସ ଏବଂ ଖର୍ଚ୍ଚ ବୃଦ୍ଧି ହେବ । ପ୍ରଗତିର ସମ୍ଭାବନା…

1 hour ago

ଆସନ୍ତାକାଲି ମଙ୍ଗଳ ଆଳତୀ ପରେ ଖୋଲିବ ଶ୍ରୀମନ୍ଦିରର ଚାରି ଦ୍ୱାର

ଭୁବନେଶ୍ୱର (କେନ୍ୟୁଜ୍‌) : ମୋହନ ମାଝୀଙ୍କ ବିଜେପି ସରକାର ଆଜି ଶପଥ ନେବା ପରେ କ୍ୟାବିନେଟରେ ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ…

4 hours ago

ମା ଯଶୋଦା କଳା ପରିଷଦ ପକ୍ଷରୁ ନୂଆ ମୁଖ୍ୟମନ୍ତ୍ରୀଙ୍କୁ ସଙ୍ଗୀତ ମାଧ୍ୟମରେ ଜଣାଇଲେ ଶୁଭେଚ୍ଛା

ଯାଜପୁର(କେନ୍ୟୁଜ୍‌): ନୂତନ ମୁଖ୍ୟମନ୍ତ୍ରୀଙ୍କୁ ସ୍ଵାଗତ ସଙ୍ଗୀତ ମାଧ୍ୟମରେ ସ୍ୱାଗତ ଓ ସମ୍ବର୍ଦ୍ଧନା। ଯାଜପୁର ଦଶରଥପୁର ବ୍ଲକ ଅନ୍ତର୍ଗତ ମଙ୍ଗଳପୁରର ଅଗ୍ରଣୀ…

4 hours ago

ଶପଥ ଗ୍ରହଣ ପରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକ

ଭୁବନେଶ୍ୱର(କେନ୍ୟୁଜ୍‌): ମୋହନ ମାଝୀ ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକ । ଶପଥ ଗ୍ରହଣ ପରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ…

5 hours ago

ଚିକିତ୍ସା ସୁବିଧା ପାଇଁ କିଏ ଭଲ ଏବେ ଆପଣ ହିଁ ବିଚାର କରନ୍ତୁ

ଦେହ ଅଛି ତ ରୋଗ ଅଛି । ସେଥିଲାଗି ତ କୁହାଯାଏ, ସ୍ୱାସ୍ଥ୍ୟ ହିଁ ସମ୍ପଦ । ପ୍ରତିଟି ଜୀବନ…

5 hours ago

ସୁରମା ପାଢୀ ହୋଇପାରନ୍ତି ନୂଆ ବାଚସ୍ପତି

ଭୁବନେଶ୍ୱର(କେନ୍ୟୁଜ୍‌): ସୁରମା ପାଢୀ ହୋଇପାରନ୍ତି ନୂଆ ବାଚସ୍ପତି । ବିଧାନସଭା ବାଚସ୍ପତି ଭାବେ ରଣପୁରର ବିଧାୟିକାଙ୍କ ନାଁକୁ ନେଇ ଚର୍ଚ୍ଚା…

5 hours ago