ରାଜ୍ୟ

ଭୁବନେଶ୍ୱରରୁ ୪ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଦୁଇ ଇଞ୍ଜିନିୟରିଂ ଛାତ୍ରଙ୍କୁ ଗିରଫ କଲା ଖଣ୍ଡଗିରି ଥାନା ପୋଲିସ

ଭୁବନେଶ୍ୱର: କିଛି ଦିନର ବିରତି ପରେ ପୁଣି ରାଜଧାନୀରେ ମାତିଲେ ଗଞ୍ଜେଇ ବେପାରୀ । ଭୁବନେଶ୍ୱରରୁ ୪ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କରିବା ସହ ଦୁଇ ଜଣଙ୍କୁ ଗିରଫ କରିଛି ଖଣ୍ଡଗିରି ଥାନା ପୋଲିସ। ଗିରଫ ହୋଇଥିବା ଦୁଇ ଜଣ ଇଞ୍ଜିନିୟରିଂ ଛାତ୍ର ବୋଲି ଜଣାପଡିଛି । ତେବେ ଲକ୍‌ଡାଉନ୍‌ ନିୟମ କୋହଳ ହେଉ ହେଉ ନିଜର ବ୍ଯବସାୟ ଆରମ୍ଭ କରିଦେଲେଣି ଗଞ୍ଜେଇ ବେପାରୀ।

ତେବେ ଏମାନେ ଭଦ୍ରକରୁ ଭୁବନେଶ୍ୱର ଗଞ୍ଜେଇ ଆଣି ବ୍ୟବସାୟ କରୁଥିଲେ । ଏନେଇ ଖବର ପାଇବାପରେ ଆଜି ସକାଳେ ଖଣ୍ଡଗିରି ଅଞ୍ଚଳରେ ଥିବା ସେମାନଙ୍କ ଭଡା ଘରେ ପୋଲିସ ଚଢାଉ କରିଥିଲା । ସେଠାରୁ ଗଞ୍ଜେଇ ଜବତ କରିବା ସହିତ ଦୁଇ ଜଣଙ୍କୁ ଗରଫ କରିବାରେ ସଫଳ ହୋଇଛି ।

Sonalisa

Recent Posts

ନିର୍ବାଚନ ପରେ ସ୍ଥିତି ଜାହିର କଲେ ମାଓବାଦୀ, ଛକରେ ଲଗାଇଲେ ମାଓ ପୋଷ୍ଟର

କୋରାପୁଟ (କେନ୍ୟୁଜ); କୋରାପୁଟ ଜିଲ୍ଲା ବନ୍ଧୁଗାଁରେ ମାଓ ପୋଷ୍ଟର । ନିର୍ବାଚନ ପରେ ନିଜର ସ୍ଥିତି ଜାହିର ପାଇଁ ଲଗାଇଲେ…

21 mins ago

ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍, ୫୯ ଜଣ ରୋଗୀ ଚିହ୍ନଟ

ସମ୍ବଲପୁର(କେନ୍ୟୁଜ): ଏକ ଦଶନ୍ଧି ପରେ ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍ । ଏହାକୁ ନେଇ ମହାନଗରବାସୀ ଚିନ୍ତାରେ…

24 mins ago

ଯୋଗ ଦିବସରେ କାଶ୍ମୀର ମହିଳାଙ୍କ ସହିତ ସେଲଫି ନେଲେ ମୋଦି, ଫଟୋ ଭାଇରଲ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅର୍ନ୍ତରାଷ୍ଟ୍ରୀୟ ଯୋଗ ଦିବସରେ ଜମ୍ମୁ କାଶ୍ମୀର ଶ୍ରୀନଗର ସ୍ଥିତ ଶେର-ଏ-କଶ୍ମୀର ଅର୍ନ୍ତରାଷ୍ଟ୍ରୀୟ ସମ୍ମେଳନ କେନ୍ଦ୍ର (SKICC)…

28 mins ago

ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ, ପଥରରେ ଛେଚି ଯୁବକଙ୍କୁ ହତ୍ୟା

କଣ୍ଟାବାଞ୍ଜି (କେନ୍ୟୁଜ); ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ। ସିନ୍ଧେକେଲା ଥାନା ସାଲେବରଟ ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତ…

41 mins ago

ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ, ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ

ଭୁବନେଶ୍ୱର (କେନ୍ୟୁଜ) : ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ  ।  ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ ।  ଭୁବନେଶ୍ବର ତମାଣ୍ଡୋରେ…

58 mins ago

କିଟ୍ ରେ ଯୋଗ ଦିବସ ପାଳିତ, ମାନସିକ ଓ ଶାରୀରିକ ସୁସ୍ଥତା ପାଇଁ ଯୋଗ ଗୁରୁତ୍ୱପୂର୍ଣ୍ଣ ବୋଲି କହିଲେ ଡକ୍ଟର ସାମନ୍ତ

ଭୁବନେଶ୍ୱର (କେନ୍ୟୁଜ): ଆଜି କିଟ୍ ପକ୍ଷରୁ ପାଳିତ ହୋଇଛି ଅନ୍ତର୍ଜାତୀୟ ଯୋଗ ଦିବସ । କିଟ୍ ଇଣ୍ଡୋର ଷ୍ଟାଡିୟମରେ କିଟ୍…

2 hours ago