ଭୁବନେଶ୍ୱର ବରମୁଣ୍ଡା ଅଞ୍ଚଳରୁ ୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର: ରାଜଧାନୀରୁ ପୁଣି ନୀଳ ଜହର ଜବତ । ଭୁବନେଶ୍ୱର ବରମୁଣ୍ଡା ଅଞ୍ଚଳରୁ ୪୫ କିଲୋରୁ ଅଧିକ ଗଞ୍ଜେଇ ଜବତ ହୋଇଛି । ଏହାସହ ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ଭୁବନେଶ୍ୱର ଅବକାରୀ ବିଭାଗ ।

ଫୁଲବାଣୀରୁ ଚାଲାଣ ହେଉଥିଲା ଗଞ୍ଜେଇ । ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୫ ଲକ୍ଷ ଟଙ୍କା ହେବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.