ରାଜ୍ୟ

ଜଗତଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ RSS ମୁଖ୍ୟ ମୋହନ ଭାଗବତ, ରାଷ୍ଟ୍ର ଗଠନ ସମ୍ପର୍କରେ ଦୀର୍ଘ ସମୟ ଧରି ହୋଇଥିଲା ଆଲୋଚନା

ପୁରୀ(କେନ୍ୟୁଜ୍):  ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ମୋହନ ଭାଗବତ।  ପୁରୀ ଗୋବର୍ଦ୍ଧନ ମଠରେ ଜଗତଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ଵତୀ ମହାରାଜାଙ୍କ ସହ ରାଷ୍ଟ୍ର ଗଠନ ସମ୍ପର୍କରେ ଆଲୋଚନା କରିଥିଲେ । ଦୀର୍ଘ ସମୟ ଧରି ରୁଦ୍ଧଦ୍ୱାର କୋଠରୀରେ ଆଲୋଚନା କରାଯାଇଥିଲା । ଆଧ୍ୟାତ୍ମିକ ଶିକ୍ଷା, ଭୌତିକ ଶିକ୍ଷା ରାଷ୍ଟ୍ର ଗଠନ କ୍ଷେତ୍ରରେ ମୁଖ୍ୟ ଭୂମିକା ଗ୍ରହଣ କରିବ । ପରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଆର୍ଶୀବାଦ ନେଇ ଫେରିଯାଇଛନ୍ତି । ସେପଟେ ଚାରିଦ୍ୱାର ଖୋଲିବା ଓ ରତ୍ନଭଣ୍ଡାର ଖୋଲିବା ଘଟଣାରେ ମଧ୍ୟ ଜଗତଗୁରୁ ଶଙ୍କରାଚାର୍ଯ୍ୟ ତାଙ୍କର ମତ ରଖିଛନ୍ତି ।

 

 

Sasmita

Recent Posts

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

17 mins ago

ଲୋକସଭାରେ ରାହୁଲ ଗାନ୍ଧି ହେବେ ବିରୋଧୀ ନେତା, INDIA ବ୍ଲକ ବୈଠକରେ ନିଷ୍ପତ୍ତି

ଲୋକସଭାରେ ବିରୋଧୀ ନେତା ହେବେ ରାହୁଲ ଗାନ୍ଧି । ଇଣ୍ଡିଆ ବ୍ଲକ୍‌ ଏହା ଉପରେ ମୋହର ମାରିଛି । କଂଗ୍ରେସର…

18 mins ago

ପୁଣି ଲୋକସଭା ବାଚସ୍ପତି ହେଲେ ଓମ୍‌ ବିର୍ଲା, ବାଚ୍‌ନିକ ଭୋଟରେ ହେଲେ ବିଜୟୀ

ପୁଣି ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍‌ ବିର୍ଲା । ବାଚ୍‌ନିକ ଭୋଟରେ ନିର୍ବାଚିତ ହେଲେ ଓମ୍‌ ବିର୍ଲା…

22 mins ago

ଆମେରିକା : ଲାସ୍‌ ଭେଗାସ ଆପାର୍ଟମେଣ୍ଟରେ ଗୁଳିମାଡ଼, ୫ ମୃତ

ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…

44 mins ago

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ…

52 mins ago

ଆଜି ଶ୍ରୀମୁଖ ଫିଟା ନୀତି, ଆସନ୍ତାକାଲିଠୁ ଫୁଲୁରି ତେଲ ଲାଗି ହୋଇ ସୁସ୍ଥ ଅନୁଭବ କରିବେ ମହାପ୍ରଭୁ

ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…

59 mins ago