ରାଜ୍ୟ

ବିଧାନସଭାରେ ଅଚଳାବସ୍ଥା ଜାରି, ତୃତୀୟ ଦିନରେ ବି ଚାଲିପାରିଲାନି ଅଧିବେଶନ

ବିଧାନସଭାରେ ଅଚଳାବସ୍ଥା ଜାରି। ତୃତୀୟ ଦିନରେ ବି ଚାଲିପାରିଲାନି ମୌସୁମୀ ଅଧିବେଶନର ପ୍ରଶ୍ନକାଳ ଓ ଶୂନ୍ୟକାଳ। ପ୍ରଶ୍ନକାଳ ଆରମ୍ଭରେ ବିଜେପି ବିଧାୟକ ଗୃହ ମଧ୍ୟଭାଗକୁ ଆସି ହୋହଲ୍ଲା କରିଥିଲେ। ବାଚସ୍ପତିଙ୍କ ପୋଡିୟମ୍ ତଳେ ପ୍ରବଳ ନାରାବାଜି କରିଥିଲେ । ବିଜେପି ସଭ୍ୟଙ୍କ ପ୍ରଶ୍ନ ବାତିଲ କରିବା ନେଇ ହଟ୍ଟଗୋଳ କରିଥିଲେ।

ଅନ୍ୟପଟେ ବିଜେଡି ସଦସ୍ୟମାନେ ଏମଏସପି ପ୍ରସଙ୍ଗ ଉଠାଇ ନିଜ ନିଜ ଆସନରେ ଛିଡ଼ା ହୋଇ ପ୍ରତିବାଦ କରିଥିଲେ। ଫଳରେ ଗୃହକାର୍ଯ୍ୟ ଚାଲିପାରିନଥିଲା। ଏଭିତରେ ବିଜେପି ବିଧାୟକଙ୍କ ପ୍ରଶ୍ନ ଅଗ୍ରାହ୍ୟ ପ୍ରସଙ୍ଗରେ ବାଚସ୍ପତିଙ୍କ ରୁଲିଂ, ଏନେଇ ତଦନ୍ତ କରିବେ ବିଧାନସଭା ସଚିବ । ତଦନ୍ତ କରି ରିପୋର୍ଟ ଆସିବା ନେଇ ସଦସ୍ୟଙ୍କୁ ଅବଗତ କରାଯିବ ।

Niharanjan

Recent Posts

ସ୍ୱାମୀଙ୍କ ଶ୍ରାଦ୍ଧ ବାର୍ଷିକରେ ମେଧାବୀ ଛାତ୍ରୀଙ୍କୁ ଆର୍ଥିକ ସହାୟତା ପ୍ରଦାନ କଲେ ଶିକ୍ଷୟତ୍ରୀ

ମହାନତା ଦେଖାଇଲେ ଶିକ୍ଷୟତ୍ରୀ । ସ୍ୱାମୀଙ୍କ ଶ୍ରାଦ୍ଧ ବାର୍ଷିକ ଅବସରରେ ମେଧାବୀ ଛାତ୍ର ଛାତ୍ରୀଙ୍କୁ ଆର୍ଥିକ ସହାୟତା ରାଶି ପ୍ରଦାନ…

13 mins ago

ରାଜ୍ୟରେ ଅସ୍ୱାଭାବିକ ମୃତ୍ୟର କାରଣ ପାଇଁ ପୋଷ୍ଟମୋର୍ଟମ ରିପୋର୍ଟକୁ ଅପେକ୍ଷା କରିବାକୁ ପଡ଼ିବ: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର (କେନ୍ୟୁଜ୍‌): ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅସ୍ୱାଭାବିକ ମୃତ୍ୟକୁ ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କ ପ୍ରତିକ୍ରିୟା । ମୃତ୍ୟୁର କାରଣ ଜାଣିବାକୁ…

38 mins ago

କାକଟପୁରରେ ଭୋଟ ଦେଲେ ୧୧୧ବର୍ଷର ବୃଦ୍ଧ, ଭାବପ୍ରବଣ ହୋଇ କାନ୍ଦିପକାଇଲେ

କାକଟପୁର(କେନ୍ୟୁଜ୍‌): ଆଜି ଶେଷ ପର୍ଯ୍ୟାୟରେ କାକଟପୁର ନିର୍ବାଚନ ମଣ୍ଡଳୀରେ ୨୮୦ଟି ବୁଥରେ ଭୋଟ ଗ୍ରହଣ କାର୍ଯ୍ୟ ଚାଲୁରହିଛି । ଏହି…

49 mins ago

ବାଇକରେ ଟଙ୍କା ଭତ୍ତି ବ୍ୟାଗ୍‌ ରଖି ଆଖୁ ରସ ପିଉଥିଲେ, କିନ୍ତୁ ପିଇସାରି ମୁହଁ ବୁଲାଇବାବେଳକୁ ଟଙ୍କା ଗାୟବ

ଗଞ୍ଜାମ (କେନ୍ୟୁଜ) : ଆଖୁ ରସ ପିଉଥିଲେ ଏପଟେ ଲୁଟିନେଇ ଚାଲିଗଲେ । ହଁ ଆଜ୍ଞା ଆଖୁ ରସ ପିଉଥିବା…

1 hour ago

CBSE ୧୦ମ ଏବଂ ୧୨ଶ ସପ୍ଲିମେଣ୍ଟାରୀ ପରୀକ୍ଷା : ରେଜିଷ୍ଟ୍ରେସନ ଆରମ୍ଭ, ଜୁଲାଇ ୧୫ରେ ପରୀକ୍ଷା, ଜାଣନ୍ତୁ କେମିତି କରିବେ ଆବେଦନ

ସିବିଏସଇ ୧୦ମ ଏବଂ ୧୨ଶ ସପ୍ଲିମେଣ୍ଟାରୀ ପରୀକ୍ଷା ଆସନ୍ତା ୧୫ ଜୁଲାଇରୁ ଆରମ୍ଭ ହେବ । କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା…

1 hour ago

କେନ୍ଦ୍ର କର୍ମଚାରୀଙ୍କୁ ବଡ ଉପହାର, ଡିଏ ପରେ ଏବେ ଗ୍ରାଚ୍ୟୁଟିରେ ୨୫% ବୃଦ୍ଧି

କେନ୍ଦ୍ର କର୍ମଚାରୀଙ୍କ ପାଇଁ ବଡ ଆଶ୍ବସ୍ତିକର ଖବର । କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢ଼ାଯିବା ପରେ ସେମାନଙ୍କୁ ଆଉ ଏକ…

1 hour ago