ରାଜ୍ୟ

ଆଜି ପବିତ୍ର ଅଶୋକାଷ୍ଟମୀ: ହେବନି ପ୍ରଭୂ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା, କରୋନା ଭୟ ଯୋଗୁ ଅନୁମତି ଦେଲାନି ପ୍ରଶାସନ

ଭୁବନେଶ୍ବର: ଚଳିତ ବର୍ଷ ଗଡିବନି ରୁକୁଣା ରଥ। କରୋନା କଟକଣା ଯୋଗୁ ରୁକୁଣା ରଥଯାତ୍ରାକୁ ମନା କରିଛି ପ୍ରଶାସନ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଜନ ଗହଳିକୁ ଏଡାଇବା ପାଇଁ ପ୍ରଶାସନ ରୁକୁଣା ରଥଯାତ୍ରାକୁ ମନା କରିଛି । ସେପଟେ ପାରମ୍ପରିକ ରୀତିନୀତି ଅନୁସାରେ ରଥ ନିର୍ମାଣ ଶେଷ ହୋଇଥିଲା।

ତେବେ ଚଳିତ ବର୍ଷ ଯାତ୍ରା ବନ୍ଦ ହୋଉଥିବାରୁ ପ୍ରଭୁଙ୍କ ପାଞ୍ଚଦିନର ରଥଯାତ୍ରା ଦେଖିବାରୁ ବଞ୍ଚିତ ହୋଇଛନ୍ତି ଶ୍ରଦ୍ଧାଳୁ । ଗତକାଲି ପ୍ରଶାସନ ଅନୁମତି ନଦେବା ପରେ ନେତ୍ର ଉତ୍ସବ ନୀତି ଓ ମରିଚକୁଣ୍ଡ ପାଣି ନିଲାମ ହୋଇନାହିଁ। ଲକ୍‌ ଡାଉନ୍‌ ବେଳେ ଧାର୍ମିକ କାର୍ଯ୍ୟକ୍ରମ ଉପରେ କଟକଣା ଲଗାଯାଇଛି। ପ୍ରତିବର୍ଷ ରୁକୁଣା ରଥଯାତ୍ରାରେ ହଜାର ହଜାର ଭକ୍ତଙ୍କ ସମାଗମ ହୋଇଥାଏ । ଅଶୋକାଷ୍ଟମୀ ଦିନ ଲିଙ୍ଗରାଜଙ୍କ ରଥଟଣା ହୋଇଥାଏ ।

 

KNews Bureau

Recent Posts

ସିକ୍କିମରେ ପ୍ରବଳ ବର୍ଷା ଏବଂ ଭୂସ୍ଖଳନ: ୬ ମୃତ, ଫସିଛନ୍ତି ୧୫୦୦ ପର୍ଯ୍ୟଟକ

ସିକ୍କିମରେ ଲଗାତାର ବର୍ଷା ଯୋଗୁଁ ପରିସ୍ଥିତି ଖରାପ ହୋଇଛି । ଏଠାରେ ୬ ଜଣଙ୍କର ମୃତ୍ୟୁ ହୋଇଛି । ଅତିକମରେ…

14 mins ago

ପ୍ରଥମ ରଜରେ ପୋଖରୀରେ ବୁଡି ମା-ଝିଅଙ୍କ ସଲିଳ ସମାଧି

ନବରଙ୍ଗପୁର (କେନ୍ୟୁଜ): ଆଜି ପହିଲି ରଜରେ ଗାଁଠୁ ସହର ସବୁଠି ଉତ୍ସାହ ଓ ଆନନ୍ଦର ମାହୋଲ । ହେଲେ ନବରଙ୍ଗପୁର…

33 mins ago

କୁଏତ ନିଆଁରେ ମୃତ୍ୟୁବରଣ କରିଥିବା ୪୫ ମୃତଦେହ ଭାରତରେ ପହଞ୍ଚିଲା, ପରିଚୟ ପାଇଁ ହେବ ଡିଏନଏ ଟେଷ୍ଟ

କୁଏତରେ ନିଆଁ ଲାଗି ମୃତ୍ୟୁବରଣ କରିଥିବା ୪୯ ମୃତକଙ୍କ ମଧ୍ୟରୁ ୪୫ ଭାରତୀୟ ବୋଲି ଜଣାପଡିଛି । ତେବେ ଏହି…

1 hour ago

କାମଚଳା ବାଚସ୍ପତି ଭାବେ ଶପଥ ନେଲେ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଜୁନ ୨୦ରେ ହେବ ବାଚସ୍ପତି ନିର୍ବାଚନ

ଭୁବନେଶ୍ୱର (କେନ୍ୟୁଜ): କାମଚଳା ବାଚସ୍ପତି ଭାବେ ଶପଥ ନେଲେ ବିଜେଡିର ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ରାଜ୍ୟପାଳ…

1 hour ago

ଆଗକୁ ବଢୁନି ମୌସୁମୀ, ଗରମ ଗୁଳିଗୁଳିରେ କଟିବ ରଜ

ଭୁବନେଶ୍ୱର (କେନ୍ୟୁଜ); ଆଗକୁ ବଢୁନି ମୌସୁମୀ । ଗରମ ଗୁଳିଗୁଳିରେ କଟିବ ରଜ, କାଁ ଭାଁ କାଳବୈଶାଖୀ ।  ତଥାପି…

1 hour ago

ଜମିବାଡ଼ି ଗଣ୍ଡଗୋଳକୁ କେନ୍ଦ୍ର କରି ଯୁବକଙ୍କୁ ପିଟି ପିଟି ହତ୍ୟା, ୩ ଅଟକ

କାମାକ୍ଷାନଗର (କେନ୍ୟୁଜ): ଯୁବକଙ୍କୁ ପିଟି ପିଟି ହତ୍ୟା । ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଆମ୍ବପଳାସ ଗାଁ ପୁରୁଣାଡିହ ସାହିରେ…

2 hours ago