ବାଲିଗୁଡ଼ା(କେନ୍ୟୁଜ୍): ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସଂପନ୍ନ ହେଲା ଶେଷକୃତ୍ୟ। ପଞ୍ଚଭୂତରେ ଲୀନ ହେଲା ବାଲିଗୁଡ଼ା ନୂଆସାହିର ସହିଦ ଦୀନେଶ କୁମାର ପାତ୍ରଙ୍କ ପର୍ଥିବ ଶରୀର। ଦିନେଶ BSF ୧୪୬ ବାଟାଲିଆନ୍ ପଶ୍ଚିବଙ୍ଗର ଶାନ୍ତିନଗରଠାରେ କାର୍ଯ୍ୟରତ ଥିଲେ। ତିନି ଦିନ ତଳେ ବଙ୍ଗଳାଦେଶ ସୀମାରେ ମୁତୟନ ଥିବାବେଳେ ସହିଦ୍ ହୋଇଥିଲେ। ସହିଦ୍ ଦିନେଶଙ୍କ ମରଶରୀର ଗତକାଲି ବାଲିଗୁଡାରେ ପହଞ୍ଚିବା ପରେ କାନ୍ଦ ବୋବାଳିରେ ଫାଟି ପଡିଥିଲା ସମଗ୍ର ପରିବେଶ। ବୀର ପୁତ୍ରକୁ ଶେଷ ସମ୍ମାନ ଜଣାଇଥିଲେ ପରିବାର ଓ ଗାଁ ଲୋକଙ୍କ ସହ ରାଜନେତା ଓ ପ୍ରଶସାନିକ ଅଧିକାରୀ।
ମେଷ: ଆଜି ପ୍ରତ୍ୟେକ କ୍ଷେତ୍ରରେ ଆପଣଙ୍କୁ ସଫଳତା ମିଳିବ । ଆପଣ କର୍ମକ୍ଷେତ୍ରରେ କୌଣସି ବିତର୍କରୁ ଦୂରେଇ ରହିବା ଉଚିତ୍…
କନ୍ଧମାଳ (କେନ୍ୟୁଜ୍): କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଇନ୍ଦ୍ରଗଡ ଗ୍ରାମରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ପବନ…
ବାଲେଶ୍ବର (କେନ୍ୟୁଜ୍): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…
କଟକ(କେନ୍ୟୁଜ୍): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…
ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…
ଭୁବନେଶ୍ୱର(କେନ୍ୟୁଜ୍): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…