ବରଫ ତଳେ ଚାପି ହୋଇ ଯବାନ ସହିଦ : ଭଦ୍ରକ ଧାମନଗର ଅଞ୍ଚଳର ମହମ୍ମଦ ସିରାଜୁଲ ହକ

ଭଦ୍ରକ(କେନ୍ୟୁଜ୍) : ବରଫ ତଳେ ଚାପି ହୋଇ ଯବାନ ମୃତ । ସହିଦ ଯବାନଙ୍କ ନାଁ ମହମ୍ମଦ ସିରାଜୁଲହକ । ତାଙ୍କ ଘର ଭଦ୍ରକ ଜିଲ୍ଲାର ଧାମନଗର ଅଞ୍ଚଳରେ । ଯବାନଙ୍କ ମୃତ୍ୟୁରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ଗତ ୩ ବର୍ଷ ପୂର୍ବେ ମହମ୍ମଦ ଜାମ୍ମୁ କାଶ୍ମୀର ସୀମାନ୍ତରେ ଭାରତୀୟ ସୀମା ସୁରକ୍ଷା ବାହିନୀରେ ଯୋଗ ଦେଇଥିଲେ ।

୫ ଦିନ ତଳେ ସେ ଜାମ୍ମୁକାଶ୍ମୀର ମୁଖ୍ୟ କାର‌୍ୟ୍ୟାଳୟକୁ ଡେପୁଟେସନରେ ଯାଇ ସୀମା ସୁରକ୍ଷାରେ ନିୟୋଜିତ ହୋଇଥିଲେ । ସହିଦ ଯବାନଙ୍କ ମରଶରୀର ଧାମନଗର ଛକରେ ପହଞ୍ଚିବା ପରେ ତାଙ୍କୁ ହଜାର ହଜାର ଜନତା ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଦେଇଥିଲେ । ଏହାପରେ ମରଶରୀରକୁ ଏକ ବିରାଟ ଶୋଭାଯାତ୍ରାରେ ଧାମନଗର ବଜାର ପରିକ୍ରମା କରାଯାଇଥିଲା । ଶେଷରେ ଯବାନଙ୍କୁ ଗାର୍ଡ ଅଫ୍‌ ଅନର ଦିଆଯାଇଥିଲା ।

KNews Bureau

Recent Posts

ପରକୀୟା ପ୍ରୀତିକୁ ବାରଣ କରିବାରୁ ସ୍ତ୍ରୀକୁ ମାଡ ମାରି ଘରୁ ତଡିଦେଲା ସ୍ୱାମୀ, ଏବେ ଥାନାରେ ମାମଲା

ନରସିଂହପୁର(କେନ୍ୟୁଜ୍): ପରକୀୟା ପ୍ରୀତିକୁ ନେଇ ଥାନାରେ ଆସି ମାମଲା । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କଟକ ଜିଲ୍ଲା ନରସିଂହପୁର…

8 mins ago

ବାଣ ବିସ୍ପୋରଣ ମାମଲା, ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି

ପୁରୀ (କେନ୍ୟୁଜ): ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ପୋରଣ ମାମଲାରେ ଆଉ ୨ଜଣଙ୍କ ମୃତ୍ୟୁ ।  ଏଥିସହ ମୃତ୍ୟୁସଂଖ୍ୟା ୧୧କୁ…

13 mins ago

ନୀଳାଞ୍ଚଳ ଏକ୍ସପ୍ରେସ ଉପରେ ଛିଡ଼ି ପଡ଼ିଲା ଓଭରହେଡ୍‌ ତାର, ୨ ଯାତ୍ରୀ ଗୁରୁତର

ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗ ମଧ୍ୟରେ ଥିବା ରାଞ୍ଚି ରେଳ ବିଭାଗରେ ହୋଇଛି ବଡ଼ ଦୁର୍ଘଟଣା । ଏଠାରେ ଟ୍ରେନ୍ ଉପରେ…

14 mins ago

ମୁହାଁମୁହିଁ ଧକ୍କା ହେଲା ମାଲବାହୀ ଟ୍ରେନ୍, ୨ ଲୋକୋ ପାଇଲଟ୍ ଗୁରୁତର

ପଞ୍ଜାବ : ମୁହାଁମୁହିଁ ଧକ୍କା ହେଲା ୨ ମାଲବାହୀ ଟ୍ରେନ୍ ।  ପଞ୍ଜାବ ଫତେଗଡ଼ ସାହିବ ନିକଟ ମାଧେପୁର ଠାରେ…

1 hour ago

ଜୟପୁର ସହରରେ ପଡିଛି ଡାଇମଣ୍ଡ ସର୍କସ: ଜୋକରର କମେଡି ସାଙ୍ଗକୁ ଆଫ୍ରିକାନ କଳାକାରଙ୍କ ଶୋ ଲୋକଙ୍କ ମନ ଜିଣୁଛି

ଜୟପୁର(କେନ୍ୟୁଜ୍‌): ଦିନ ଥିଲା ସର୍କସ ନା ଶୁଣିଲେ ମନରେ ଉତ୍ସାହ ଭରି ଉଠୁଥିଲା । ପିଲା ଠୁ ଟୋକା, ବୁଢା…

1 hour ago

ନିର୍ବାଚନୀ ପରବର୍ତ୍ତୀ ହିଂସା: ଇଭିଏମ ହେରଫେର ସନ୍ଦେହରେ ଗଣ୍ଡଗୋଳ ଅଭିଯୋଗ

ଯାଜପୁର (କେନ୍ୟୁଜ): ଯାଜପୁର ଜିଲ୍ଲା ଧର୍ମଶାଳାରେ ନିର୍ବାଚନୀ ପରବର୍ତ୍ତୀ ହିଂସା । ସ୍ୱାଧୀନ ପ୍ରାର୍ଥୀ ସମର୍ଥକଙ୍କ ଲଙ୍କାକାଣ୍ଡ ଅଭିଯୋଗ । …

1 hour ago