ଶେଷରେ ‘ହାତ’ ଛାଡ଼ିଲେ ସାଲେପୁର ବିଧାୟକ ପ୍ରକାଶ ବେହେରା

ସାଲେପୁର(କେନ୍ୟୁଜ୍) : ଶେଷରେ ହାତ ଛାଡ଼ିଲେ ସାଲେପୁର ବିଧାୟକ ପ୍ରକାଶ ବେହେରା। ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ପ୍ରକାଶ। କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧିଙ୍କ ନିକଟକୁ ସେ ନିଜର ଇସ୍ତଫା ପତ୍ର ପଠାଇ ଦେଇଛନ୍ତି। ତାଙ୍କୁ ଦଳରେ ଅଣଦେଖା କରାଯାଉଥିବା ନେଇ ସେ ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି। ୨୦୧୪ ନିର୍ବାଚନରେ କଂଗ୍ରେସର ଏକମାତ୍ର ବିଧାୟକ ଭାବେ ପ୍ରକାଶ କଟକ ଜିଲ୍ଲା ସାଲେପୁ ନିର୍ବାଚନ ମଣ୍ଡଳୀରୁ ବିଜୟୀ ହୋଇଥିଲେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.