କରୋନା ଭାଇରସ ମୁକାବିଲା ପାଇଁ ସମ୍ବଲପୁର ଜିଲ୍ଲା ପ୍ରଶାସନ ପକ୍ଷରୁ କଡା ଆଭିମୁଖ୍ୟ: ସକାଳ ୭ଟାରୁ ୧୨ଟା ପର୍ଯ୍ୟନ୍ତ ଖୋଲା ରହିବ ବଜାର , ବିନା ହେଲମେଟ୍‌ରେ ପେଟ୍ରୋଲ ପମ୍ପ ମନା

ସମ୍ବଲପୁର: କରୋନା ଭାଇରସ ମୁକାବିଲା ପାଇଁ ସମ୍ବଲପୁର ଜିଲ୍ଲା ପ୍ରଶାସନ ପକ୍ଷରୁ କଡା ଆଭିମୁଖ୍ୟ ଗ୍ରହଣ କରାଯାଇଛି। ସାମାଜିକ ଦୁରତ୍ୱ ରଖିବା ପାଇଁ ସହରରେ ସକାଳ ୭ଟାରୁ ୧୨ଟା ପର୍ଯ୍ୟନ୍ତ ବଜାର ଖୋଲା ରଖିବା ପାଇଁ ନିୟମ ହୋଇଛି। ଏହାସହ ବିନା ହେଲମେଟ୍‌ରେ ପେଟ୍ରୋଲ ପମ୍ପ ଗୁଡିକରେ ପେଟ୍ରୋଲ ଦେବା ପାଇଁ ମନା କରାଯାଇଛି। ହେଲେ ଏହି ନିୟମକୁ ପେଟ୍ରୋଲ ପମ୍ପ ମାଲିକମାନେ ବେଖାତିର କରୁଥିବା ଦେଖିବାକୁ ମିଳୁଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.