ରାଜ୍ୟ

ସମ୍ବଲପୁର ବିଶ୍ୱବିଦ୍ୟାଳୟ ୫ ଦିନ ପାଇଁ ବନ୍ଦ: ବିଭାଗ,କାର୍ଯ୍ୟାଳୟରେ ସଂକ୍ରମିତ ଚିହ୍ନଟ ହେବାରୁ ପଦକ୍ଷେପ

ସମ୍ବଲପୁର: ସମ୍ବଲପୁର ବିଶ୍ୱବିଦ୍ୟାଳୟ ବନ୍ଦ । ଆସନ୍ତା ୫ଦିନ ପାଇଁ ବିଶ୍ୱବିଦ୍ୟାଳୟ ବନ୍ଦ କରାଯାଇଛି। ୨୫ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ସମ୍ବଲପୁର ବିଶ୍ୱବିଦ୍ୟାଳୟ। ବିଭିନ୍ନ ବିଭାଗ ଓ କାର୍ଯ୍ୟାଳୟରେ ପଜିଟିଭ୍‌ ଚିହ୍ନଟ ପରେ ବିଶ୍ୱବିଦ୍ୟାଳୟ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି କୁଳପତି ।

ଏହି ସମୟରେ ବିଶ୍ୱବିଦ୍ୟାଳୟକୁ ସାନିଟାଇଜ୍‌ କରାଯିବ । ଯେଉଁମାନେ ସଂକ୍ରମିତ ହୋଇଛନ୍ତି ସେମାନଙ୍କୁ ଆେଇସୋଲେସନରେ ରହିବାକୁ କୁହାଯାଇଛି।

Sonalisa

Recent Posts

ଜୁନ ଅଧା ସରିଲାଣି ମୌସୁମୀର ଦେଖା ମିଳୁନି, ଗରମ ଓ ଗୁଳୁଗୁଳିରେ ସିଝୁଛନ୍ତି ରାଜ୍ୟବାସୀ

ଭୁବନେଶ୍ୱର (କେନ୍ୟୁଜ): ପ୍ରାକ୍ ମୌସୁମୀ ବର୍ଷା ବଦଳରେ ବହୁଛି ଝାଞ୍ଜି ପବନ ।  ଜୁନ ମାସ ଅଧା ସରିଲାଣି, ତଥାପି…

17 mins ago

ଚାଷୀଙ୍କ ପାଇଁ ଖୁସି ଖବର: ଆଜି ମିଳିବ ପିଏମ କିଷାନ ସମ୍ମାନ ନିଧିର ୧୭ତମ କିସ୍ତି

ଆଜି ଚାଷୀଙ୍କୁ ମିଳିବ ପିଏମ କିଷାନ ଟଙ୍କା । ପିଏମ କିଷାନ ସମ୍ମାନ ନିଧି ଯୋଜନାରେ କୃଷକଙ୍କ ବ୍ୟାଙ୍କ ଆକାଉଣ୍ଟକୁ…

22 mins ago

ଆଜି ପୁଣି କମିଲା ପେଟ୍ରୋଲ ଦର, ବାଇକ ଆରୋହୀଙ୍କୁ ଆଶ୍ବସ୍ତି

ପେଟ୍ରୋଲ ହେଉଛି ଏକ ଦୈନଦିନ ଖର୍ଚ୍ଚ । ଯେଉଁଠି ପାଇଁ ଆମେ ସବୁବେଳେ ଦର ଉପରେ ନଜର ରଖିଥାଉ ।…

30 mins ago

ବଡ଼ ଆଶ୍ବସ୍ତି: ଭାରତୀୟ ବଜାରରେ କମିଲା ସୁନା ଦର

ଆଜି ସୁନା କିଣିବାକୁ ଚାହୁଁଛନ୍ତି କି ? ତେବେ ଆପଣଙ୍କ ପାଇଁ ଖୁସି ଖବର ଆସିଛି। ଆଜି ସୁନା କିଣିବାକୁ…

54 mins ago

ଚଳଚଞ୍ଚଳ ଶ୍ରୀମନ୍ଦିର: ଆଜି ଦେବୀ ରୁକ୍ମିଣୀଙ୍କୁ ବିବାହ କରିବେ ମହାପ୍ରଭୁ

ପୁରୀ (କେନ୍ୟୁଜ); ଆଜି ଶ୍ରୀମନ୍ଦିରରେ ଜଗନ୍ନାଥଙ୍କ ବିବାହ ଉତ୍ସବ । ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ…

1 hour ago

ରାଜ୍ୟରେ କିଛି ସ୍ଥାନରେ ଖୋଲିଲା ସ୍କୁଲ,୧୧ ଜିଲ୍ଲାରେ ୨୦ ଯାଏ ଛୁଟି

ଭୁବନେଶ୍ୱର (କେନ୍ୟୁଜ); ସରିଲା ଗ୍ରୀଷ୍ମ ଅବକାଶ, ଖୋଲିଲା ସ୍କୁଲ । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଜି କିଛି…

1 hour ago