Below header

ଝାଡଖଣ୍ଡ ଶିକ୍ଷାମନ୍ତ୍ରୀଙ୍କୁ ଚିଠି ଲେଖିଲେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ

ଭୁବନେଶ୍ୱର(କେ ନ୍ୟୁଜ):  ଝାଡଖଣ୍ଡ ଶିକ୍ଷାମନ୍ତ୍ରୀଙ୍କୁ ଚିଠି ଲେଖିଲେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ଝାଡଖଣ୍ଡ ପ୍ରାଥମିକ ଶିକ୍ଷକଙ୍କ ପାଇଁ ତାଲିମ ପାଠ୍ୟକ୍ରମରେ ଓଡ଼ିଆ ରଖିବା ପାଇଁ ଗଣଶିକ୍ଷା ମନ୍ତ୍ରୀଙ୍କ ଚିଠିରେ ଅନୁରୋଧ । ସମ୍ପୂର୍ଣ୍ଣ ଭାବେ ଓଡ଼ିଶା ଶିକ୍ଷାକୁ ବନ୍ଦ କରାଯାଇନାହିଁ ।

ଝାଡଖଣ୍ଡରେ କେବଳ ପ୍ରାଥମିକ ଶିକ୍ଷକଙ୍କ ପାଇଁ ଥିବା ତାଲିମ ପାଠ୍ୟକ୍ରମରେ ଓଡ଼ିଆ ବନ୍ଦ କରାଯାଇଛି । ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଏହି ସୂଚନା ଦେଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.