ଢେଙ୍କାନାଳ(କେନ୍ଯୁଜ୍): ସମିତିସଭ୍ୟା ପ୍ରାର୍ଥୀଙ୍କ ସ୍ୱାମୀ ନିଖୋଜ। ପରିବାର ପକ୍ଷରୁ ତାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଢେଙ୍କାନାଳ ସଦରବ୍ଲକ ସାଙ୍କୁଲେଇ ପଞ୍ଚାୟତ ସମିତିସଭ୍ୟା ପ୍ରାର୍ଥୀ ବାରତୀ ରତଙ୍କ ସ୍ୱାମୀ ଚିନ୍ମୟ କୁମାର ଦାସ ଗତକାଲି ରାତିରୁ ନିଖୋଜ ଥିବା ଅଭିଯୋଗ ହୋଇଛି।
ଢୋଲପଶି ସାଙ୍କୁଲେଇ ରାସ୍ତାରେ ବିଳମ୍ବିତ ରାତିରେ ତାଙ୍କର ସ୍କୁଟି ଜବତ କରିଛି। ସ୍କୁଟିରେ ରକ୍ତଛିଟା ଲାଗିଛି। କିଛି ଲୋକ ତାଙ୍କୁ ରାତିରେ ଅଟକାଉଥିବା କଥା ଫୋନ୍ରେ ସ୍ତ୍ରୀଙ୍କୁ କହିଥିଲେ। ଏନେଇ ପରିବାର ପକ୍ଷରୁ ଲିଖିତ ଅଭିଯୋଗ ପରେ ତଦନ୍ତ ଜାରି ରହିଛି।
ସରକାରୀ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଗୁଜରାଟ ହାଇକୋର୍ଟରେ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି…
ବାଲେଶ୍ୱର (କେନ୍ୟୁଜ୍): ସକାଳ ୯ଟା ସୁଦ୍ଧା ରାଜ୍ୟରେ ୭.୬୯ ପ୍ରତିଶତ ମତଦାନ ହୋଇଛି । ବାଲେଶ୍ୱର ୭.୪୬ ପ୍ରତିଶତ, ଭଦ୍ରକରେ…
ପୁଣେ ପୋର୍ସେ କାର୍ ଦୁର୍ଘଟଣା ମାମଲାରେ ନାବାଳକଙ୍କ ମା’ଙ୍କୁ ଗିରଫ କରିଛି ପୋଲିସ । ଅଭିଯୁକ୍ତ ନାବାଳକ ମା' ଶିବାନୀ…
କେନ୍ୟୁଜ୍: ଜଳୁଛି ପଶ୍ଚିମ, ସିଝୁଛି ଉପକୂଳ । ପଶ୍ଚିମ ଓଡ଼ିଶାରେ ଅସମ୍ଭାଳ ତାତି । ଆକାଶରୁ ହେଉଛି ଅଗ୍ନିବର୍ଷା ।…
ଦେଶରେ ଲୋକସଭା ନିର୍ବାଚନର ଆଜି ଅନ୍ତିମ ପର୍ଯ୍ୟାୟ ମତଦାନ ଚାଲିଛି । ଭୋଟ ଚାଲିଥିବା ବେଳେ ଗ୍ରାହକଙ୍କୁ ଖୁସି କରିଦେଇଛନ୍ତି…
କେନ୍ୟୁଜ୍: ସପ୍ତମ ତଥା ଚୂଡ଼ାନ୍ତ ପର୍ଯ୍ୟାୟରେ ଦେଶର ୮ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ହେଉଛି ମତଦାନ । ୫୭ଟି…